ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ଯୋଜନା : କଟକର ୧୮ ଲକ୍ଷ ଓ ଖୋର୍ଦ୍ଧାର ୧୪ ଲକ୍ଷ ଲୋକଙ୍କୁ ସ୍ମାର୍ଟ କାର୍ଡର ସୁବିଧା
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ଯୋଜନା : କଟକର ୧୮ ଲକ୍ଷ ଓ ଖୋର୍ଦ୍ଧାର ୧୪ ଲକ୍ଷ ଲୋକଙ୍କୁ ସ୍ମାର୍ଟ କାର୍ଡର ସୁବିଧା ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର/କଟକ(ଏନ୍.ଏମ୍.) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ପରେ ଏବେ ହିତାଧିକାରୀଙ୍କୁ କୁପନ ବଣ୍ଟନ ଆରମ୍ଭ…
