ଅବକାରୀ ଫ୍ଲାଇଙ୍ଗ୍ ସ୍କ୍ୱାଡ୍ର ଚଢାଉ: ୭୦ କେଜି ଗଞ୍ଜେଇ ଜବତ, ୨ ଗିରଫ
ଅବକାରୀ ଫ୍ଲାଇଙ୍ଗ୍ ସ୍କ୍ୱାଡ୍ର ଚଢାଉ: ୭୦ କେଜି ଗଞ୍ଜେଇ ଜବତ, ୨ ଗିରଫ କଟକ(ଏନ୍.ଏମ୍.): ରାଜ୍ୟ ଅବକାରୀ ବିଭାଗର କଟକସ୍ଥିତ ଫ୍ଲାଇଙ୍ଗ୍ ସ୍କ୍ୱାଡ୍ଦ୍ୱାରା ୭୦ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଛି । ତେବେ ଏହି ଚୋରା କାରବାରରେ ସମ୍ପୃକ୍ତ ଥିବା ୨ଜଣ ବ୍ୟକ୍ତିଙ୍କୁ ମଧ୍ୟ ଅବକାରୀ ବିଭାଗ ଗିରଫ…












