ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଏବିଇଓ
ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଏବିଇଓ କଟକ (ଏନ୍.ଏମ୍.): ଜଣେ ଶିକ୍ଷକଙ୍କ ଠାରୁ ଲାଞ୍ଚ ନେଉଥିବାବେଳେ ମୁରିବାହାଲ ଏବିଇଓ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକର ଏବିଇଓ ଦେବରାଜ ଦାସଙ୍କୁ ସମ୍ବଲପୁର ଭିଜିଲାନ୍ସ…












