ବିଦ୍ୟୁତ ଆଘାତରେ ପ୍ରାଣହରାଇଲା ଗଜରାଜ
ବିଦ୍ୟୁତ ଆଘାତରେ ପ୍ରାଣହରାଇଲା ଗଜରାଜ ଅନୁଗୋଳ (ଏନ୍.ଏମ୍.): ଅନୁଗୋଳ ବନଖଣ୍ଡର ବନ୍ତଳା ରେଞ୍ଜ ଅନ୍ତର୍ଗତ ତଳଗଡ଼ ଗାଁରେ ବିଦ୍ୟୁତ୍ ଆଘାତରେ ପ୍ରାଣ ହରାଇଛି ଗଜରାଜ । ଆଜି ଉକ୍ତ ଗାଁ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଥିଲା । ମୃତ ହାତୀକୁ ଆନୁମାନିକ ୧୦ ବର୍ଷ ବୋଲି ବନବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜଙ୍ଗଲୀ ଜନ୍ତୁ ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିବା ବେଳେ ହାତୀଟି ଏହା ସଂସ୍ପର୍ଶରେ ଆସି ପ୍ରାଣ ହରାଇଥିବା…
