ଏସଟିଏଫ କବଜାରେ କଶ୍ମୀରର ସନ୍ଦିଗ୍ଧ ଆତଙ୍କବାଦୀ, ଯାଜପୁରରୁ ଧରା ପଡ଼ିଲା
ଏସଟିଏଫ କବଜାରେ କଶ୍ମୀରର ସନ୍ଦିଗ୍ଧ ଆତଙ୍କବାଦୀ, ଯାଜପୁରରୁ ଧରା ପଡ଼ିଲା ଯାଜପୁର(ଏନ୍.ଏମ୍.): କ୍ରାଇମବ୍ରାଞ୍ଚ ଏସଟିଫ୍ କବଜାରେ ସନ୍ଦିଗ୍ଧ କାଶ୍ମୀର ଯୁବକ । ଦେଶ ବିରୋଧୀ ତତ୍ତ୍ୱ, ଠକେଇ, ଜାଲିଆତି ଏବଂ ଛଦ୍ମବେଶୀ ଯୁବକକୁ ଯାଜପୁର ଧର୍ମଶାଳାରୁ ଧରିଛି କ୍ରାଇମବ୍ରାଞ୍ଚ । ତାକୁ ଏବେ କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟକୁ ଆଣି ପଚରାଉଚରା କରାଯାଉଛି । ଗିରଫ ଯୁବକର ନାଁ ସଇଦ ଇଶାନ ବୁଖାରୀ ଓ ତା’ଘର ଖୁପୱାଡାରେ । ଛଦ୍ମ ପରିଚୟରେ ୨୦୧୮ରୁ ଓଡ଼ିଶାରେ ରହୁଥିଲା ଇଶାନ ବୁଖାରୀ…
