Category: ଅପରାଧ

ଦକ୍ଷିଣ ଆଫ୍ରିକାରେ ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ୭ବର୍ଷ ଜେଲ ଦଣ୍ଡ

ଦକ୍ଷିଣ ଆଫ୍ରିକାରେ ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ୭ବର୍ଷ ଜେଲ ଦଣ୍ଡ ନୂଆଦିଲ୍ଲୀ (ଏଜେନ୍ସି): ଭାରତକୁ ସ୍ୱାଧୀନ କରିବାରେ ମୁଖ୍ୟ ଭୂମିକା ନେଇଥିବା ଏବଂ ଅହିଂସାର ପୂଜାରୀ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରେ ବର୍ଣ୍ଣ ବୈଷମ୍ୟବାଦର ବିଲୋପ ପାଇଁ ମଧ୍ୟ ଲଢେଇ କରିଥିବାବେଳେ…

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜଗତପୁର ଅଞ୍ଚଳର ଏସିଡ୍ ପୀଡିତକୁ ସହାୟତା ରାଶି ପ୍ରଦାନ

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜଗତପୁର ଅଞ୍ଚଳର ଏସିଡ୍ ପୀଡିତକୁ ସହାୟତା ରାଶି ପ୍ରଦାନ କଟକ(ଏନ.ଏମ.): କଟକ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜଗତପୁର ଅଞ୍ଚଳର ଏସିଡ୍ ପୀଡିତ ଏକ ଯୁବକକୁ ସହାୟତା ଯୋଗାଇ ଦିଆଯାଇଛି । ସୁଚନା ଥାଉକି, ୨୦୧୯…

ଆତ୍ମସମର୍ପଣ ପରେ ହତ୍ୟା ଅଭିଯୁକ୍ତ ଥାନାରୁ ନିଖୋଜ !, ଖୋଜି ଆଣିବାକୁ ପରିବାର ଲୋକଙ୍କ ଧାରଣା

ଆତ୍ମସମର୍ପଣ ପରେ ହତ୍ୟା ଅଭିଯୁକ୍ତ ଥାନାରୁ ନିଖୋଜ ! ଖୋଜି ଆଣିବାକୁ ପରିବାର ଲୋକଙ୍କ ଧାରଣା ବଲାଙ୍ଗୀର (ଏନ୍‌.ଏମ୍‌.): ହତ୍ୟା ଅଭିଯୋଗରେ ଫେରାର ଥିବା ଜଣେ ଅଭିଯୁକ୍ତ ଥାନାରେ ଆତ୍ମସମର୍ପଣ କରିବାର ଦିନକ ପରେ ହତ୍ୟା ଅଭିଯୁକ୍ତ ଥାନାରୁ ନିଖୋଜ ହୋଇଯିବା…

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଛୁରି ପଶିଥିବା ଯୁବକଙ୍କ ମୃତ୍ୟୁ

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଛୁରି ପଶିଥିବା ଯୁବକଙ୍କ ମୃତ୍ୟୁ କଟକ(ଏନ.ଏମ.): କଟକ ଜିଲ୍ଲା ଟାଙ୍ଗୀ ସ୍ଥିତ ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରେ ବେକରେ ଛୁରି ପଶି ଯାଇଥିବା ଜଣେ କୋଭିଡ ଆକ୍ରାନ୍ତ ଯୁବକଙ୍କ ମୃତ୍ୟୁ ହୋଇଛି ।…

ଡକାୟତି ଯୋଜନା ପଣ୍ଡ: ଗିରଫ ହେଲେ ୫ ହାଇୱେ ଲୁଟରା, ଜବତ ହେଲା ମାରଣାସ୍ତ୍ର

ଡକାୟତି ଯୋଜନା ପଣ୍ଡ: ଗିରଫ ହେଲେ ୫ ହାଇୱେ ଲୁଟରା, ଜବତ ହେଲା ମାରଣାସ୍ତ୍ର କଟକ(ଏନ୍.ଏମ୍.): କଟକ କମିଶନରେଟ ଥାନା ଅଞ୍ଚଳରେ ଏକ ବଡ଼ ଧରଣର ଡକାୟତି ଯୋଜନା ଚାଲିଥିବାବେଳେ ଚାଉଳିଆଗଞ୍ଜ ଥାନା ପୁଲିସ ଏହାର ପର୍ଦ୍ଦାଫାସ କରିଛି । ଖବର…

ଡ୍ରଗ୍ସ କାରବାର ରୋକିବା ପାଇଁ ଓଡ଼ିଶା ପୁଲିସର ଦୃଢ଼ ପଦକ୍ଷେପ

ଡ୍ରଗ୍ସ କାରବାର ରୋକିବା ପାଇଁ ଓଡ଼ିଶା ପୁଲିସର ଦୃଢ଼ ପଦକ୍ଷେପ କଟକ (ଏନ୍.ଏମ୍.): ଡ୍ରଗ୍ସ କାରବାର ବିରୋଧରେ ଓଡ଼ିଶା ପୁଲିସ୍ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି । ଡ୍ରଗ୍ସ କାରବାର ଦମନ କରିବାରେ ସ୍ପେଶାଲ ଟାସ୍କଫୋର୍ସ (ଏସ୍ଟିଏଫ୍) ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ…

ମହାନଦୀ ପୋତି ବର୍ଫି ପ୍ରକଳ୍ପ ମାମଲା: ଏନ୍‌ଜିଟିରେ ରିପୋର୍ଟ ଦେଲେନି ରାଜ୍ୟ ସରକାର

ମହାନଦୀ ପୋତି ବର୍ଫି ପ୍ରକଳ୍ପ ମାମଲା: ଏନ୍‌ଜିଟିରେ ରିପୋର୍ଟ ଦେଲେନି ରାଜ୍ୟ ସରକାର କଟକ(ଏନ୍‌.ଏମ.): ବର୍ଫି ପ୍ରକଳ୍ପ ଓ କଟକ ବଡ ଡାକ୍ତରଖାନା ସମ୍ପ୍ରସାରଣ ପାଇଁ ମହାନଦୀ ପଠାକୁ ପୋତିବାକୁ ବିରୋଧ କରି ରୁଜୁ ମାମଲାରେ ରିପୋର୍ଟ ଦାଖଲ କରିବାରେ ରାଜ୍ୟ…

ସାଇବର ଅପରାଧ: ୨ଠକ ଗିରଫ, ଲକ୍ଷାଧିକ ଟଙ୍କା ସହ ମୋବାଇଲ ଓ ବାଇକ୍ ଜବତ

ସାଇବର ଅପରାଧ: ୨ଠକ ଗିରଫ, ଲକ୍ଷାଧିକ ଟଙ୍କା ସହ ମୋବାଇଲ ଓ ବାଇକ୍ ଜବତ କଟକ(ଏନ୍.ଏମ୍.): କରୋନା ମହାମାରୀ ହେତୁ ଅନେକ ସରକାରୀ ଓ ବେସରକାରୀ କର୍ମଚାରୀ ଘରେ ରହି ଅନ୍ ଲାଇନ ଯୋଗେ କାର୍ଯ୍ୟ କରୁଛନ୍ତି । ଲକ୍ ଡାଉନ…

ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର କଟକ(ଏନ.ଏମ୍.): ପାରିବାରିକ କଳହକୁ କେନ୍ଦ୍ର କରି ଆତ୍ମହତ୍ୟା କରିବା ଉଦେ୍ଦଶ୍ୟରେ ଆଜି ଜଣେ ଯୁବତୀ ମହାନଦୀକୁ ଡେଇଁଛନ୍ତି । ତେବେ ସୌଭାଗ୍ୟ କ୍ରମେ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଏସସିବିରେ…

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଯୁବକଙ୍କ ବେକରେ ପଶିଲା ଛୁରୀ

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଯୁବକଙ୍କ ବେକରେ ପଶିଲା ଛୁରୀ ଘଟଣା ସମ୍ପର୍କରେ ଜିଲା୍ଲ କୋଭିଡ଼୍ ନୋଡ଼ାଲ ଅଧିକାରୀଙ୍କ ରପୋର୍ଟ ତଲବ କଟକ(ଏନ.ଏମ.): କଟକ ଜିଲ୍ଲା ଟାଙ୍ଗୀ ସ୍ଥିତ ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରେ ଆଜି ସକାଳେ ଜଣେ…

ନରସିଂହପୁରରେ ବେଆଇନ ଗଞ୍ଜେଇ ଜବତ ଜଣେ ଗିରଫ

ନରସିଂହପୁରରେ ବେଆଇନ ଗଞ୍ଜେଇ ଜବତ ଜଣେ ଗିରଫ ନରସିଂହପୁର(ଏନ୍.ଏମ୍.): କଟକ ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରେ ବ୍ୟାପକ ବେଆଇନ ନିଶା କାରବାର ଚାଲିଛି । ମଦ, ଗଞ୍ଜେଇ ସହିତ ବ୍ରାଉନସୁଗାର କାରବାର ମଧ୍ୟ ବଢ଼ିବାରେ ଲାଗିଛି । ତେବେ କଟକ ଜିଲ୍ଲାରୁ ବେଆଇନ…

ସିବିଆଇ କମର୍ଚାରୀ ଓ ଅଧିକାରୀଙ୍କ ପୋଷାକ ଉପେର କଟକଣା : ଗେଟଅପରେ ପରିବର୍ତ୍ତନ ପାଇଁ ନିର୍ଦ୍ଦେଶ

ସିବିଆଇ କମର୍ଚାରୀ ଓ ଅଧିକାରୀଙ୍କ ପୋଷାକ ଉପେର କଟକଣା : ଗେଟଅପରେ ପରିବର୍ତ୍ତନ ପାଇଁ ନିର୍ଦ୍ଦେଶ ନୂଆଦିଲ୍ଲୀ (ଏଜେନ୍ସି): ସେଣ୍ଟାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ(ସିବିଆଇ)ରେ ଗେଟଅଫରେ ପରିବର୍ତ୍ତନ ପାଇଁ ନିର୍ଦ୍ଦେଶକ ସୁବୋଧ କୁମାର ଜୟସ୍ୱାଲ ନିର୍ଦ୍ଦେଶ ଦେଇଛନ୍ତି । ସିବିଆଇରେ କୌଣସି…