Category: ଅପରାଧ

ଲାଲୁଙ୍କୁ କ୍ଲିନଚିଟ ଦେଲା ସିବିଆଇ !

ନୂଆଦିଲ୍ଲୀ (ଏଜେନ୍ସି): ପୂର୍ବତନ ରେଳମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଡିଏଲଏଫ ଲାଞ୍ଚ କାରବାର ମାମଲାରେ ସିବିଆଇ କ୍ଲିନଚିଟ୍ ଦେଇଥିବା ଜଣାପଡ଼ିଛି । ସିବିଆଇ ସୂତ୍ରରୁ ଏଭଳି ତଥ୍ୟ ମିଳିଥିବା ଜଣାପଡ଼ିଛି । ସେ ରେଳବାଇ ମନ୍ତ୍ରୀ ଥିବା…

ବାଇକରେ ବୁହା ହେଲା ଶବ

ମାଲାକାନାଗିରି (ଏନ୍.ଏମ୍): ବାଇକ ରେ ବୁହା ହେଲା ଆଦିମ ବଣ୍ଡା ଜନଜାତିର ଶବ । ଏପରି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଖଇରପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ।ସୂଚନା ନେଵାରୁ ଜଣାପଡିଛି ଉପାନ୍ତ ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ…

କରୋନା କଟକଣା ଉଲ୍ଲଙ୍ଘନ ମହଙ୍ଗା ପଡ଼ିଲା: ବିବାହ ଭୋଜିବେଳେ ପୁଲିସର ଚଢ଼ାଉ, ୨୦ହଜାର ଟଙ୍କା ଜୋରିମାନା

କଟକ(ଏନ୍.ଏମ୍.): ରାଜ୍ୟରେ କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ନିମନ୍ତେ ରାଜ୍ୟସରକାର ଲକଡାଉନ ଓ ସଟଡାଉନ ଭଳି କଠୋର ପଦକ୍ଷେପ ନିଆଯାଇଛି । ସଂକ୍ରମଣର ଚେନ୍କୁ ଭାଙ୍ଗିବା ତଥା ନିଜକୁ ସୁରକ୍ଷିତ ରଖିବା ଲାଗି ବାରମ୍ବାର ସଚେତନ ମଧ୍ୟ କରାଯାଉଛି । କରେନା…

ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ଠାରେ ସନ୍ତ୍ରାସବାଦ ନିରୋଧ ଶପଥ ପାଠ

କଟକ(ଏନ୍.ଏମ୍.): ସନ୍ତ୍ରାସବାଦ ନିରୋଧ ଦିବସ ଉପଲକ୍ଷେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଦ୍ୱାରା ସନ୍ତ୍ରାସବାଦ ନିରୋଧ ଶପଥ ପାଠ କରାଯାଇଛି । ଏହି ଉପଲକ୍ଷେ ଦିନ ୧୧ ଘଟିକା ସମୟରେ ମୁଖ୍ୟ କାର୍ଯ୍ୟାଳୟପରିସରରେ ଅଧିକାରୀ/କର୍ମଚାରୀମାନେ ସାମାଜିକ…

ଚୋରା ଚାଲାଣ ବେଳେ ଧରାପଡିଲା ଖଣିଜ ପଦାର୍ଥ : ୫୦ କ୍ୱିଣ୍ଟାଲ କ୍ରୋମାଇଟ ଜବତ, ୩ ଗିରଫ

କଟକ(ଏନ୍.ଏମ୍.) ଖଣିଜ ପଦାର୍ଥ ଚୋରା ଚାଲାଣ କରୁଥିବା ୩ ଜଣ ଅଭିଯୁକ୍ତଙ୍କୁ ମାଲଗୋଦାମ ଥାନା ପୋଲିସ ଗିରଫ କରିଛି । ସେମାନେ ହେଲେ ଶିଖରପୁର ଉପର ସାହିର ବିକାଶ ଗୁପ୍ତା(୨୬), ଉତ୍ତରପ୍ରଦେଶର ରାମନୟନ ୟାଦବ(୫୫), ମଙ୍ଗୁଳି ଅଞ୍ଚଳରେ ରହୁଥିବା କଲିକତାର ଲାଲେ…

ମହାରାଷ୍ଟ୍ରର ଗଢ଼ଚିରୌଲୀରେ ପୁଲିସ ସହିତ ଗୁଳିବିନିମୟ: ୧୩ ମାଓବାଦୀ ନିହତ

ମୁମ୍ବାଇ(ଏଜେନ୍ସି): ମହାରାଷ୍ଟ୍ର ଅଞ୍ଚଳରେ ମାଓବାଦୀଙ୍କ ଆତଙ୍କ ବଢ଼ିବାରେ ଲାଗିଛି । ତେବେ ଏହାକୁ ମୁକାବିଲା କରିବା ପାଇଁ ମହାରାଷ୍ଟ୍ର ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ଜଣାପଡ଼ିଛି । ଗଢ଼ଚିରୌଲୀ ଜିଲ୍ଲା ଅନ୍ତର୍ଗତ ଜଙ୍ଗଲରେ ମହାରାଷ୍ଟ୍ର ପୁଲିସର ‘ସି-୬୦’ କମାଣ୍ଡୋମାନଙ୍କ…

କରୋନା କଟକଣା ବାଟବଣା: ରାସ୍ତାରେ ଜଗିଛି ପୋଲିସ, ଗଳିକନ୍ଦିରେ ଜମୁଛି ଆସର

କୋର୍ଡ ୱାର୍ଡରେ ବିକି୍ର ହେଉଛି ମଦ, ଗଞ୍ଜେଇ ଓ ଭାଙ୍ଗ କଟକ(ଏନ୍.ଏମ୍.): ସମ୍ପ୍ରତ୍ତି ରାଜ୍ୟରେ କରୋନା ମହାମାରୀର ଦ୍ରୁତ ସଂକ୍ରମଣ ଦ୍ରୁତ ହେଉଛି । ଦୈନିକ ୧୦ ହଜାର ଉପରେ ନୂତନ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏପରି ସ୍ଥିତିରେ ମହାମାରୀକୁ…

ସିଏମସି କର୍ମଚାରୀଙ୍କ କରୋନା କଟକଣାକୁ ଫୁ….

ଚାଲିଥିଲା ମଦ ମାଂସର ଆସର: ଚଢ଼ାଉ କଲା ପୁଲିସ୍ କଟକ (ଏନ୍.ଏମ୍.): କଟକ ସହରରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ପ୍ରଶାସନର ମୁଣ୍ଡବିନ୍ଧାର କାରଣ ହୋଇଛି । ତେବେ କଟକ ସହରରେ କରୋନା ମୁକାବିଲା ନିମନ୍ତେ କଟକରେ କରୋନା କଟକଣାକୁ କଡ଼ାକଡ଼ି…

ନିଖୋଜ ଯୁବକର ମୃତଦେହ ଉଦ୍ଧାର, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କଳାହାଣ୍ଡି : ଗତ ୪ ତାରିଖ ସନ୍ଧ୍ୟାରୁ ନିଖୋଜ ଥିବା ଯୁବକର ମୃତ ଦେହ ଆଜି ନିଜ ଗାଁ ସାନଖଇରମାଲ ନିକଟସ୍ଥ ଏକ ଚାଷ ଜମିରୁ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କ ବାପା ଖିତି ଗଉଡ଼ଙ୍କ ସୂଚନା ଅନୁସାରେ ସାନ…

କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କବଜାରେ ୨ ବନ୍ଧୁକ ସ୍ମଗଲର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କବଜାରେ ପଡ଼ିଛନ୍ତି ୨ ଜଣ ବନ୍ଧୁକ ସ୍ମଗଲର୍। ଭଦ୍ରକ ସହର ଉପକଣ୍ଠ ରାଣୀତାଲ ପାଖରେ ବନ୍ଧୁକ ବିକ୍ରି ପାଇଁ ଡିଲ୍ କରୁଥିବାବେଳେ ଏହି ୨ ଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌। ସେମାନଙ୍କ ନିକଟରୁ ୫ଟି…