ଶ୍ରୀ ଜୀଉଙ୍କ ପାଇଁ ନୂଆପାଟଣାରୁ ଖଣ୍ଡୁଆପାଟ

ଶ୍ରୀ ଜୀଉଙ୍କ ପାଇଁ ନୂଆପାଟଣାରୁ ଖଣ୍ଡୁଆପାଟ ଆଠଗଡ଼ (ଏନ୍‌.ଏମ୍‌.): କଟକ ଜିଲ୍ଲା ତିଗିରିଆ ନୂଆପାଟଣାରୁ ଖଣ୍ଡୁଆପାଟ ଶ୍ରୀଜୀଉଙ୍କୁ ଲାଗି ହେବ । ଏହାକୁ ପିନ୍ଧି ପ୍ରଭୁ ଜଗନ୍ନାଥ ଯିବେ ମାଉମା ଘରକୁ । ଏଥିରେ ବୁଣାକାର ଆଖିରେ ନିଦ ହଜିଯାଇଛି । ସପରିବାରେ ଲାଗିପଡ଼ିଛନ୍ତି ଶ୍ରୀଜୀଉଙ୍କ ଖଣ୍ଡୁଆପାଟ ପ୍ରସ୍ତୁତିରେ । ଗୀତଗୋବିନ୍ଦ ଖଣ୍ଡୁଆପାଟ ସହ ବଡ ଠାକୁରଙ୍କ ସମ୍ପର୍କ ନିଆରା । ଏହି ପାଟ ପିନ୍ଧି ବଡଦେଉଳରେ ଝଲସୁଥାନ୍ତି ବଡଠାକୁର । କେବଳ ବଡ ଦେଉଳ ନୂହେଁ…

Read More

ଦୃଷ୍ଟି ଏଜୁକେସନାଲ୍‌ରେ ଆନ୍ତର୍ଜାତୀୟ ଯୋଗ ଦିବସ

ଦୃଷ୍ଟି ଏଜୁକେସନାଲ୍‌ରେ ଆନ୍ତର୍ଜାତୀୟ ଯୋଗ ଦିବସ କଟକ(ଏନ୍‍.ଏମ୍‍.): କଟକ ସ୍ଥିତ ଦୃଷ୍ଟି ଏଜୁକେସନାଲ୍ ଏଣ୍ଡ ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠାନର ବହୁ ଛାତ୍ର ଓ ଛାତ୍ରୀ ଯୋଗ ଦେଇ ବିଭିନ୍ନ ପ୍ରକାର ଯୋଗ ପ୍ରଦର୍ଶନୀ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାରତର ସ୍କାଉଟ୍ ଓ ଗାଇଡ୍‌ର ରାଜ୍ୟ କୋଷାଧ୍ୟକ୍ଷ ଭବାନୀ ପ୍ରସାଦ ମିଶ୍ର ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଯୋଗର ଉପକାରିତା ସମ୍ପର୍କରେ ବୁଝାଇଥିଲେ । ଯୋଗ…

Read More

ଚୌଦ୍ୱାର କଲେଜରେ ଆନ୍ତର୍ଜାତିକ ଯୋଗ ଦିବସ

ଚୌଦ୍ୱାର କଲେଜରେ ଆନ୍ତର୍ଜାତିକ ଯୋଗ ଦିବସ ଚୌଦ୍ୱାର(ଏନ୍‌.ଏମ୍‌.): ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସାରା ଦେଶରେ ପାଳନ କରାଯାଉଛି ଆଜାଦିର ଅମୃତ ମହୋତ୍ସବ ଓ ଆନ୍ତର୍ଜାତିକ ଯୋଗ ଦିବସ । ଅଧକ୍ଷ ଡକ୍ଟର ଉମେଶ ଚନ୍ଦ୍ର ଦେବତାଙ୍କ ପୌରହିତ୍ୟରେ ଚୌଦ୍ୱାର କଲେଜର ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀଙ୍କ ସହଯୋଗ କ୍ରମେ ଆନ୍ତର୍ଜାତିକ ବିଶ୍ୱ ଯୋଗ ଦିବସ ପାଳିତ ହୋଇଥିଲା । ଏହି ଉପଲକ୍ଷେ ଛାତ୍ରଛାତ୍ରୀ ମାନଙ୍କୁ ଡକ୍ଟର ଦେବତା ଆଜି ଯୋଗ ଓ ପ୍ରାଣାୟାମ…

Read More

ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ନିମନ୍ତେ କୟଳପଡ଼ାରେ କୌଶଳ ପ୍ରଦର୍ଶନ

ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ନିମନ୍ତେ କୟଳପଡ଼ାରେ କୌଶଳ ପ୍ରଦର୍ଶନ ଚୌଦ୍ୱାର(ଏନ୍‌.ଏମ୍‌.): ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ନିମନ୍ତେ ଜିଲ୍ଲାସ୍ତରୀୟ ନକଲ ଅଭ୍ୟାସ କୌଶଳ ପ୍ରଦର୍ଶନ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଆଜି କଟକ ଜିଲ୍ଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ କୟଳପଡ଼ା ପଞ୍ଚାୟତରେ ବିପର୍ଯ୍ୟୟ ସମୟରେ କିଭଳି ଜନସାଧାରଣଙ୍କୁ ସୁରକ୍ଷା ଦିଆଯାଇ ପାରିବ ସେ ନେଇ ଏକ କୌଶଳ ପ୍ରଦଶନ ବା ମକ୍ ଡ୍ରିଲ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବାତ୍ୟା, ବନ୍ୟା, ଭୂମିକମ୍ପ ଭଳି…

Read More

ଓଡ଼ିଶା ରାଜ୍ୟ ସ୍କାଉଟ୍ସ ଓ ଗାଇଡ୍‌ସର ରାଜ୍ୟ ପୁରସ୍କାର ଉତ୍ସବ

ଓଡ଼ିଶା ରାଜ୍ୟ ସ୍କାଉଟ୍ସ ଓ ଗାଇଡ୍‌ସର ରାଜ୍ୟ ପୁରସ୍କାର ଉତ୍ସବ ପ୍ରେମ ଓ ଶୃଙ୍ଖଳା ସ୍କାଉଟ୍ସ ଓ ଗାଇଡ୍ସର ମୂଳାଦର୍ଶ-ରାଜ୍ୟପାଳ ଭୁବନେଶ୍ୱର(ଏନ୍‌.ଏମ୍‌.): ଆମ ସ୍ଥିତିର ଅନ୍ତିମ ସତ୍ୟ ହେଉଛି ପ୍ରେମ । ପ୍ରେମର ଆଧାରରେ ସାରା ବ୍ରହ୍ମାଣ୍ଡ ପ୍ରତିଷ୍ଠିତ ଏବଂ ଏହା ଏକ ଶୃଙ୍ଖଳାରେ ପରିଚାଳିତ । ଏହି ପ୍ରେମ ଓ ଶୃଙ୍ଖଳା ହେଉଛି ସ୍କାଉଟ୍ସ ଓ ଗାଇଡ୍‌ସର ମୂଳାଦର୍ଶ ବୋଲି ରାଜ୍ୟପାଳ ତଥା ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ ଓ ଗାଇଡ୍‌ସର ମୁଖ୍ୟ ପୃଷ୍ଠପୋଷକ ପ୍ରଫେସର…

Read More

ଆକାଶବାଣୀ ଶ୍ରୋତା ପରିଷଦ ଓଡ଼ିଶାର ରଜ ଉତ୍ସବ

ଆକାଶବାଣୀ ଶ୍ରୋତା ପରିଷଦ ଓଡ଼ିଶାର ରଜ ଉତ୍ସବ କଟକ(ଏନ୍‌.ଏମ୍‌.): କଟକ ଖପୁରିଆ ସ୍ଥିତ ଓୟା ମଣ୍ଡପ ଠାରେ ଆକାଶବାଣୀ ଶ୍ରୋତା ପରିଷଦ ଓଡିଶା ତରଫରୁ ରଜ ଉତ୍ସବ ମହା ସମାରୋହରେ ପାଳନ କରାଯାଇଛି । ଏଥିରେ ଆକାଶବାଣୀ ଶ୍ରୋତା ପରିଷଦ ଓଡ଼ିଶାର ପ୍ରତିଷ୍ଠାତା ସମ୍ପାଦକ ଅଜୟ କୁମାର ମହାନ୍ତିଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ନୃତ୍ୟ, ଗୀତ, ପୋଡ ପିଠା ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଏହି ଉତ୍ସବରେ ଓଡ଼ିଶାର ବିଶିଷ୍ଟ କଣ୍ଠ ଶିଳ୍ପୀ…

Read More

କେ.କେ.ଜି.ପି ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ : ଶିଶୁମାନେ ଭଗବାନଙ୍କ ସ୍ୱରୂପ: ରାଜ୍ୟପାଳ

କେ.କେ.ଜି.ପି ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଶିଶୁମାନେ ଭଗବାନଙ୍କ ସ୍ୱରୂପ: ରାଜ୍ୟପାଳ ଭଦ୍ରକ(ଏନ୍‌.ଏମ୍‌.): ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଅନ୍ତର୍ଗତ ଚାନ୍ଦିମାଳ କେ.କେ.ଜି.ପି ସରକାରୀ ଉଚ୍ଚ ବିଦ୍ୟାଳର ସୁବର୍ଣ୍ଣ ଜୟନ୍ତୀର ପ୍ରଥମ ଦିନରେ ଗଣଦୌଡ, ବାଇକ ରାଲି ଅନୁଷ୍ଠିତ ହୋଇଯାଇଛି । ଆଜି ପର୍ଯ୍ୟନ୍ତ ବିଦ୍ୟାଳୟର ଅବସର ପ୍ରାପ୍ତ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ ଚତୁର୍ଥ ଶ୍ରେଣୀର କର୍ମଚାରୀଙ୍କୁ ଗୁରୁ ପୂଜା ସହିତ ସମ୍ବର୍ଦ୍ଧନା କରାଯାଇଥିଲା । ଅପରାହ୍ନ ସମୟରେ ଓଡିଶାର ମହା ମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ…

Read More

ଓଡ଼ିଆ ପୁଅର କୃତିତ୍ୱ: ଆଫ୍ରିକାର କିଲିମାଞ୍ଜାର ପର୍ବତ ଶୃଙ୍ଗରେ ଜଗନ୍ନାଥଙ୍କ ନାଗାର୍ଜୁନ ବେଶ ଫଟୋଚିତ୍ର ପ୍ରଦର୍ଶନ କଲେ ଚିନ୍ମୟ

ଓଡ଼ିଆ ପୁଅର କୃତିତ୍ୱ: ଆଫ୍ରିକାର କିଲିମାଞ୍ଜାର ପର୍ବତ ଶୃଙ୍ଗରେ ଜଗନ୍ନାଥଙ୍କ ନାଗାର୍ଜୁନ ବେଶ ଫଟୋଚିତ୍ର ପ୍ରଦର୍ଶନ କଲେ ଚିନ୍ମୟ କୋଣାର୍କ/ପୁରୀ(ଏନ୍‌.ଏମ୍‌.): ସାରା ବିଶ୍ୱରେ ଏବେ ନିଜର ପରିଚୟ ସୃଷ୍ଟିକରିବାରେ ଲାଗିଛି ଓଡ଼ିଆ ପୁଅ । ବିଦେଶରେ ବାଣିଜ୍ୟ କାରବାର କ୍ଷେତ୍ରରେ ନୌବାଣିଜ୍ୟକୁ ନେଇ ଏହି ଓଡ଼ିଆ ବିଶ୍ୱ ଦରବାରରେ ନିଜର ପରିଚୟ ସୃଷ୍ଟି କରି ଏକ ସ୍ୱତନ୍ତ୍ର ଇତିହାସ ରଚିଥିବାବେଳେ ଏବେ ଗୋଟିଏ ପରେ ଗୋଟିଏ ଓଡ଼ିଆ ପୁଅ ନିଜର ସ୍ଥିତିକୁ ଜାହିର କରିଛି ସାରା ବିଶ୍ୱରେ…

Read More

ସିଏମସି ୪୦ ନମ୍ବର ୱାର୍ଡ଼ରେ ମିଶନଶକ୍ତି ଗୃହ ଉଦ୍‌ଘାଟନ

ସିଏମସି ୪୦ ନମ୍ବର ୱାର୍ଡ଼ରେ ମିଶନଶକ୍ତି ଗୃହ ଉଦ୍‌ଘାଟନ କଟକ(ଏନ୍‌.ଏମ୍‌.): କଟକ ମହାନଗର ନିଗମ ଅନ୍ତର୍ଗତ ୪୦ନମ୍ବର ୱାର୍ଡ଼ ଯୋବ୍ରା ମାଟିଆମଙ୍ଗଳା ଛକ ନିକଟରେ ସିଏମସି ପକ୍ଷରୁ ନିର୍ମାଣ କରାଯାଇଥିବା ମିଶନ ଶକ୍ତି ଗୃହର ଶୁଭ ଉଦ୍‌ଘାଟନ ଅନୁଷ୍ଠିତ ହୋଇଯାଇଛି । ସିଏମସି ମେୟର ସୁବାସ ସିଂହଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ୪୦…

Read More

ବାରବାଟୀରେ ଟି-୨୦ ମହାସମର : ଟିକେଟ୍ ପାଇଁ ରାତିରୁ ଲାଗିଛି ଦର୍ଶକଙ୍କ ଲମ୍ବା ଲାଇନ

ବାରବାଟୀରେ ଟି-୨୦ ମହାସମର : ଟିକେଟ୍ ପାଇଁ ରାତିରୁ ଲାଗିଛି ଦର୍ଶକଙ୍କ ଲମ୍ବା ଲାଇନ କଟକ(ଏନ୍‌.ଏମ୍‌.): ବାରବାଟୀରେ ଟି-୨୦ ମ୍ୟାଚ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଆଉ ଦିନକ ପରେ ଆସି ପହଞ୍ôଚବେ ଖେଳାଳୀ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ କ୍ରିକେଟ ମହାସମର । ତେବେ ଦୀର୍ଘ ବର୍ଷର ବ୍ୟବଧାନ ପରେ ବାରବାଟୀ ଷ୍ଟାଡ଼ିୟମରେ ଏକ ଆନ୍ତର୍ଜାତୀୟ ମ୍ୟାଚ ଖେଳାଯିବା ନେଇ କେବଳ କଟକିଆ କାହିଁକି ସାରା ଓଡ଼ିଶାର…

Read More

ଆଇଏମ୍‌ଆଇ ଭୁବନେଶ୍ୱରର ୯ତମ ଦୀକ୍ଷାନ୍ତ ସମାରୋହ

ଆଇଏମ୍‌ଆଇ ଭୁବନେଶ୍ୱରର ୯ତମ ଦୀକ୍ଷାନ୍ତ ସମାରୋହ ଭୁବନେଶ୍ୱର(ଏନ.ଏମ) : ଭୁବନେଶ୍ୱର ସ୍ଥିତ ଇଣ୍ଟରନ୍ୟାସନାଲ ମ୍ୟାନେଜମେଣ୍ଟ ଇନଷ୍ଟିଚ୍ୟୁଟ (ଆଇଏମ୍‌ଆଇ) ପକ୍ଷରୁ ଏହାର ୯ତମ ଦରକ୍ଷାନ୍ତ ସମାରୋହ ପାଳିତ ହୋଇଯାଇଛି । ଏହି ଅବସରରେ ପୋଷ୍ଟ ଗ୍ରାଜୁଏଟ ଡିପ୍ଲୋମାଟୋ ପିଜିଡିଏମ୍ ୨୦୧୯-୨୧ ଏବଂ ପିଜିଡିଏମ୍ ୨୦୧୮-୨୧ ବ୍ୟାଚ ସ୍ନାତକୋତ୍ତର ଛାତ୍ରମାନଙ୍କୁ ନେଷ୍ଟଲେ ଇଣ୍ଡିଆ ଲିମିଟେଡ୍‌ର ଚେୟାରମ୍ୟାନ ତଥା ପରିଚାଳନା ନିର୍ଦ୍ଦେଶକ ମୁଖ୍ୟ ଅତିଥି ଭାବରେ ସମାରୋହରେ ଯୋଗଦେଇ ପ୍ରଦାନ କରିଥିଲେ । ଭି.ସି. ଅଗ୍ରୱାଲ, ସଭାପତି- କର୍ପୋରେଟ ଏଚ୍‌ଆର୍ ଏବଂ…

Read More

ପୂର୍ବତଟ ରେଳପଥ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳନ

ପୂର୍ବତଟ ରେଳପଥ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳନ ଭୁବନେଶ୍ୱର (ଏନ୍‌.ଏମ୍‌.): ପୂର୍ବତଟ ରେଳପଥ ପକ୍ଷରୁ ଆଜି ବିଶ୍ୱ ପରିବେଶ ଦିବସ ପାଳିତ ହୋଇ ଯାଇଛି । ସୁସ୍ଥ ପରିବେଶ ଗଠନ ଓ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ରେଳକର୍ମଚାରୀମାନେ ସେମାନଙ୍କ ତରଫରୁ ନିଜେ ସହଜସାଧ୍ୟ ଉଦ୍ୟମ ଦ୍ୱାରା କାର୍ଯ୍ୟ କରିବାକୁ କାର୍ଯ୍ୟକାରୀ ମହାପ୍ରବନ୍ଧକ ନିବେଦନ କରିଛନ୍ତି । ଏହି ଅବସରରେ ରେଳପଥ କର୍ମଚାରୀ ଓ ଅଧିକାରୀମାନଙ୍କ ଦ୍ୱାରା ବ୍ୟାପକ ବୃକ୍ଷ ରୋପଣ କରାଯାଇଥିଲା । ଏଥି ସହିତ…

Read More