ବଦଳିଲା ମନରେଗା: ‘ଭିବି-ଜି ରାମ ଜି’ରେ ବର୍ଷକୁ ୧୨୫ ଦିନର କାମ

ବଦଳିଲା ମନରେଗା: ‘ଭିବି-ଜି ରାମ ଜି’ରେ ବର୍ଷକୁ ୧୨୫ ଦିନର କାମ @Newdelhi #ନୂଆଦିଲ୍ଲୀ(ଏଜେନ୍ସି): କୋଡ଼ିଏ ବର୍ଷ ପୁରୁଣା ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ମନରେଗା)ରେ ବ୍ୟାପକ ପରିବର୍ତ୍ତନ କରି ‘ବିକଶିତ ଭାରତ-ରୋଜଗାର ଓ ଜୀବିକା ପାଇଁ ଗ୍ୟାରେଣ୍ଟି ଅଭିଯାନ (ଭିବି-ଜି ରାମ ଜି) ଆଇନ, ୨୦୨୫’ ପ୍ରସ୍ତୁତ କରାଯାଇଛି। ପିଆଇବି ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଏହି ଆଇନ ଅଧୀନରେ ପ୍ରତ୍ୟେକ ଗ୍ରାମୀଣ ପରିବାରକୁ ବର୍ଷକୁ ୧୨୫ ଦିନର ବେତନ ଆଧାରିତ…

Read More

ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ

ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ @Newdelhi #ନୂଆଦିଲ୍ଲୀ (ଏଜେନ୍ସି): କେନ୍ଦ୍ର ସରକାର ଦେଶର ପ୍ରଗତି ପାଇଁ ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଇ ଚାଲିଛନ୍ତି। ଏବେ ବିକଶିତ ଭାରତର ଆଉ ଗୋଟିଏ ଝଲକ ମଧ୍ୟ ଦେଖିବାକୁ ମିଳିଛି। ଲୋକସଭାରେ ତିନି ନୂଆ ବିଲ୍ ଆଗତ କରାଯାଇଛି। ସୋମବାର ଆଗତ କରାଯାଇଥିବା ବିଲଗୁଡିକ ହେଲା ବିକଶିତ ଭାରତ ଶିକ୍ଷା ଅଧିସ୍ଥାନ (ଭିବିଏସ୍‌ଏ) ବିଲ୍ ୨୦୨୫, ସସ୍‌ଷ୍ଟେନେବୁଲ ହାର୍ନେସିଙ୍ଗ୍ ଆଣ୍ଡ ଆଡଭାନ୍ସମେଣ୍ଟ ଅଫ୍…

Read More

ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଡିଆରଏମ କାର୍ଯ୍ୟାଳୟ ଅପରେସନ ଦାବି କଲେ କୋରାପୁଟ ସାଂସଦ

ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଡିଆରଏମ କାର୍ଯ୍ୟାଳୟ ଅପରେସନ ଦାବି କଲେ କୋରାପୁଟ ସାଂସଦ #ରାୟଗଡ଼ା(ଏନ୍‌.ଏମ୍‌.): ରାୟଗଡା ଠାରେ ସ୍ଥାପିତ ହୋଇଥିବା ନୂତନ ଡିଆରଏମ କାର୍ଯ୍ୟାଳୟ ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଅପରେସନ କରିବାକୁ କୋରାପୁଟ ସାଂସଦ ସପ୍ତଗିରି ଉଲାକା ଦାବି କରିଛନ୍ତି। ଏଥିସହ ଦିନବେଳେ କୋରାପୁଟ ରାୟଗଡାରୁ ଭୁବନେଶ୍ୱର ରେଳ ଚଳାଚଳ ପାଇଁ ମଧ୍ୟ ସେ ଦାବି କରିଛନ୍ତି। ରାୟଗଡ଼ା ରେଳ ଡିଭିଜନର କାର୍ଯ୍ୟକାରିତାକୁ ନେଇ କୋରାପୁଟ ସାଂସଦ ସପ୍ତଗିରି ଶଙ୍କର ଉଲାକା ଲୋକସଭାରେ ପ୍ରଶ୍ନ ଉଠାଇବା ସହ…

Read More

ଓଡ଼ିଶା ମାଟିର ସୁନା ଝିଅ ପିହୁ, ଅସାଧାରଣ ଦକ୍ଷତାରେ ହାସଲ କଲା ‘ଇଣ୍ଡିଆ ବୁକ ଅଫ ରେକର୍ଡସ’

ଓଡ଼ିଶା ମାଟିର ସୁନା ଝିଅ ପିହୁ, ଅସାଧାରଣ ଦକ୍ଷତାରେ ହାସଲ କଲା ‘ଇଣ୍ଡିଆ ବୁକ ଅଫ ରେକର୍ଡସ’ #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ଶିଖରପୁର ଅଞ୍ଚଳ ଉପର ସାହି ବାସିନ୍ଦା ତଥା ସିଏମସି ଅବସରପ୍ରାପ୍ତ କର୍ମଚାରୀ ଦୟାନିଧି ପାତ୍ର ଏବଂ ଧର୍ମପତ୍ନୀ ଜ୍ୟୋତ୍ସ୍ନା ପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ପ୍ରଦୀପ୍ତ ପାତ୍ର ଓ କୁଳବଧୂ ଯାଜ୍ଞସେନୀ ପଟ୍ଟନାୟକଙ୍କ ଏକ ମାତ୍ର ଝିଅ ପ୍ରିୟାନ୍ସି ପାତ୍ର (ପିହୁ) ଯାହାର ବୟସ ୨ ବର୍ଷ ୫ ମାସ ଅଟେ । ସେ ଏତେ କମ୍…

Read More

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି #ଭୁବନେଶ୍ୱର(ଏନ୍‌.ଏମ୍‌.): ଆସନ୍ତାକାଲି ଠାରୁ ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ । ଏନେଇ ବିଜ୍ଞପ୍ତି ଜାରି ହୋଇଛି । ପୂର୍ବରୁ ସକାଳୁଆ ସ୍କୁଲ ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସ୍କୁଲଗୁଡ଼ିକ ମଧ୍ୟ ସକାଳ ୭ଟାରୁ…

Read More

ସାଧାରଣ ନିର୍ବାଚନ : ଏଥର ସମ୍ବଲପୁରରେ ମହାସଂଗ୍ରାମ, ଧର୍ମେନ୍ଦ୍ରଙ୍କ ସହ ପ୍ରଣବଙ୍କ ଲଢ଼େଇ

ସାଧାରଣ ନିର୍ବାଚନ : ଏଥର ସମ୍ବଲପୁରରେ ମହାସଂଗ୍ରାମ, ଧର୍ମେନ୍ଦ୍ରଙ୍କ ସହ ପ୍ରଣବଙ୍କ ଲଢ଼େଇ #ସମ୍ବଲପୁର(ଏନ୍‌.ଏମ୍‌.): ଏଥର ସାଧାରଣ ନିର୍ବାଚନ ପାଇଁ ସବୁଠୁ ରୋଚକପୂର୍ଣ୍ଣ ଲଢ଼େଇ ହେବ ସମ୍ବଲପୁର ଲୋକସଭା ନିର୍ବାଚନରେ । ଏଥର ବିଜେଡି ଓ ବିଜେପି ମଧ୍ୟରେ ହେବ ମହାସଂଗ୍ରାମ । ବିଜେପିରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଜେଡିରୁ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରାର୍ଥୀ ହେବାପରେ ରାଜ୍ୟ ରାଜନୀତିରେ ଏହିଭଳି ଏକ ଚର୍ଚ୍ଚା ଆରମ୍ଭ ହୋଇଛି । ଉଭୟ ଦଳ…

Read More

ବିଜେପିରେ ଯୋଗ ଦେଲେ କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ

ବିଜେପିରେ ଯୋଗ ଦେଲେ କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ କଟକ(ଏନ୍‌.ଏମ୍‌.): କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବଙ୍କୁ ନେଇ ଲାଗି ରହିଥିବା ଚର୍ଚ୍ଚାର ପୂର୍ଣ୍ଣଚ୍ଛେଦ ପଡ଼ିଛି । ବିଜେପିରେ ଯୋଗ ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ଆଜି ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଦଳର ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

Read More

ଛତିଶଗଡ଼ରେ ଏନକାଉଣ୍ଟର; ଯବାନଙ୍କ ଗୁଳିରେ ୬ ନକ୍ସଲ ନିହତ

ଛତିଶଗଡ଼ରେ ଏନକାଉଣ୍ଟର; ଯବାନଙ୍କ ଗୁଳିରେ ୬ ନକ୍ସଲ ନିହତ #ବିଜାପୁର(ଏଜେନ୍ସି): ଦେଶରେ ନକ୍ସଲ ଦମନ ପାଇଁ ସୁରକ୍ଷା ବିଭାଗ ପକ୍ଷରୁ ଅବିରତ ଉଦ୍ୟମ ଜାରି ରହିଛି । ବିଭିନ୍ନ ସ୍ଥାନରେ ନକ୍ସଲଙ୍କ ପ୍ରାଦୁର୍ଭାବ ବଢ଼ୁଥିବାବେଳେ ଏହାକୁ ନିପାତ କରିବା ପାଇଁ ଯବାନମାନେ ଲାଗିପଡ଼ିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଯବାନଙ୍କ ଗୁଳିରେ ଟଳିପଡିଲେ ୬ ନକ୍ସଲ । ମୃତାହତ ହୋଇଥିବା ୬ ନକ୍ସଲଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ଜଣାଯାଇଛି । ଛତିଶଗଡ଼ ବିଜାପୁର ଜିଲ୍ଲା…

Read More

ଓଡ଼ିଶା ସାଧାରଣ ନିର୍ବାଚନ: ଭାଙ୍ଗିଲା ବିଜେଡି-ବିଜେପି ମେଣ୍ଟ ଆଶା

ଓଡ଼ିଶା ସାଧାରଣ ନିର୍ବାଚନ: ଭାଙ୍ଗିଲା ବିଜେଡି-ବିଜେପି ମେଣ୍ଟ ଆଶା ଏକାକୀ ଲଢ଼ିବାକୁ ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାରେ ସାଧାରଣ ନିର୍ବାଚନ ଏବଂ ବିଜେଡି-ବିଜେପି ମେଣ୍ଟ ନେଇ ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଦୀର୍ଘ ଦିନ ଧରି ମେଣ୍ଟକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ପ୍ରତିଥର ଏହାକୁ ଖଣ୍ଡନ କରିଥିଲେ ମନମୋହନ । ତଥାପି ବିଭିନ୍ନ ମହଲରେ ଆଲୋଚନା ବୈଠକ ଚାଲୁଥିବା ବେଳେ ବିଜେଡି-ବିଜେପି ମେଣ୍ଟକୁ ନେଇ…

Read More

ଆଉ ନାହାନ୍ତି ଓଡ଼ିଶା ରାଜନୀତିର ମହାଦ୍ରୁମ ଦାମୋଦର ରାଉତ

ଆଉ ନାହାନ୍ତି ଓଡ଼ିଶା ରାଜନୀତିର ମହାଦ୍ରୁମ ଦାମୋଦର ରାଉତ #ଭୁବନେଶ୍ୱର/ଜଗତସିଂହପୁର(ଏନ୍‌.ଏମ୍‌.): ବିଶିଷ୍ଟ ଜନନାୟକ ତଥା ଓଡ଼ିଶା ରାଜନୀତିର ମହାଦ୍ରୁମ ତଥା ବାକ୍ୟ ବାଣ ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ ଆଉ ନାହାନ୍ତି । ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି । ଶୁକ୍ରବାର ଭୋର ୫ଟା ୨୩ ମିନିଟରେ ଏହି ବର୍ଷୀୟାନ ନେତାଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ଦୀର୍ଘ ଦିନ…

Read More

ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ : ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ : ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ #ନୂଆଦିଲ୍ଲୀ(ଏଜେନ୍ସି): ଲୋକସଭା ନିର୍ବାଚନ ପୂର୍ବରୁ ଭାରତୀୟ ରାଜନୀତିରେ ସବୁଠାରୁ ବଡ଼ ଘଟଣା ଘଟିଛି । ଗିରଫ ହୋଇଛନ୍ତି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଆଜି ଇଡି କେଜ୍ରିୱାଲଙ୍କୁ ଗିରଫ କରିଛି । ଦୁଇ ଘଣ୍ଟାର ଜେରା ପରେ ଇଡିର ଅଧିକାରୀମାନେ କେଜ୍ରିୱାଲଙ୍କୁ ଗିରଫ କରିଛନ୍ତି । ତେବେ ଇଡି…

Read More

ବିଜେପି-ବିଜେଡି ମେଣ୍ଟକୁ ନେଇ ତୁଟୁନି ସସପେନ୍ସ: ପୁରୀ ଓ କେନ୍ଦ୍ରାପଡ଼ା ପ୍ରାର୍ଥୀଙ୍କୁ ବିଜେଡିର ଗ୍ରୀନ୍ ସିଗନାଲ୍‌,

ବିଜେପି-ବିଜେଡି ମେଣ୍ଟକୁ ନେଇ ତୁଟୁନି ସସପେନ୍ସ: ପୁରୀ ଓ କେନ୍ଦ୍ରାପଡ଼ା ପ୍ରାର୍ଥୀଙ୍କୁ ବିଜେଡିର ଗ୍ରୀନ୍ ସିଗନାଲ୍‌, କେନ୍ଦ୍ରୀୟ ଟିମଙ୍କୁ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଦେଲା ରାଜ୍ୟ ବିଜେପି #ଭୁବନେଶ୍ୱର(ଏନ୍‌.ଏମ୍‌.): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଅବଗଣନା ଆରମ୍ଭ ହୋଇଛି । ଏବେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନୀ ବିଗୁଲ ବାଜିବା ପରେ ବି ରାଜ୍ୟରେ ବିଜେପି ଓ ବିଜେଡି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ସସପେନ୍ସ ବଳବତ୍ତର ରହିଛି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍…

Read More