ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା: ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ
ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା: ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ #କଟକ(ଏନ୍.ଏମ୍.): ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଜି ମିଳିଛି ଆଶ୍ୱସ୍ତି । ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ସୁପ୍ରିମକୋର୍ଟ । ସୂଚନାଯୋଗ୍ୟ, ଜନ ପ୍ରତିନିଧି ଆଇନର ଧାରା ୧୫୧-କ ଅନୁସାରେ ୯୦-ବାରବାଟୀ-କଟକ ନିର୍ବାଚନମଣ୍ଡଳୀ…
