ଓଡ଼ିଶା ମନ୍ତ୍ରୀ ମଣ୍ଡଳରେ ପୁଣି ୩ ନୂଆ ମନ୍ତ୍ରୀ
ଓଡ଼ିଶା ମନ୍ତ୍ରୀ ମଣ୍ଡଳରେ ପୁଣି ୩ ନୂଆ ମନ୍ତ୍ରୀ ମିଳିଲା ବିକ୍ରମଙ୍କୁ ଅର୍ଥ, ସାରଦାଙ୍କୁ ଶ୍ରମ ଓ ସୁଦାମଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଏବେ ବି ବାଚସ୍ପତି ଅସ୍ପଷ୍ଟ #ଭୁବନେଶ୍ୱର(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଜର ୩ଜଣ ପୁରୁଣା ସହଯୋଗୀଙ୍କୁ ପୁଣିଥରେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ରାଜ୍ୟ ମନ୍ତ୍ରିମଣ୍ଡଳରେ ସାମିଲ କରିଛନ୍ତି । ଭଞ୍ଜନଗରର ୬ଥର ବିଧାୟକ ୬୧ବର୍ଷୀୟ ବିକ୍ରମ କେଶରୀ ଆରୁଖ, ରାଉରକେଲାର ୩ଥର ବିଧାୟକ ୫୫ବର୍ଷୀୟ ସାରଦା ପ୍ରସାଦ ନାୟକ ଓ…
