ଓଡିଶା ଦିବସ ପାଳନ ଉପଲକ୍ଷେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ
ଓଡିଶା ଦିବସ ପାଳନ ଉପଲକ୍ଷେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ #ଭୁବନେଶ୍ୱର (ଏନ୍.ଏମ୍.): ଚଳିତ ବର୍ଷ ଓଡିଶା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନ ୨ୟ ମହଲା ସମ୍ମିଳନୀ କକ୍ଷରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସବିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଓଡିଶାର ଗୌରବ ବହନ କରୁଥିବା ଏହି ଉତ୍ସବକୁ ଅଧିକ ସରସ ସୁନ୍ଦର ଓ ଆନନ୍ଦ ଉଲ୍ଲାସର…
