ଓଡ଼ିଶାରେ ଆରମ୍ଭ ହେଲା ୫ଜି ସେବା: ୧ଶହ ୪ଜି ଟାୱାରର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
ଓଡ଼ିଶାରେ ଆରମ୍ଭ ହେଲା ୫ଜି ସେବା: ୧ଶହ ୪ଜି ଟାୱାରର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ #ଭୁବନେଶ୍ୱର (ଏନ୍.ଏମ୍.): ଡିଜିଟାଲ ସେବାରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ୱରୂପ ଓଡ଼ିଶାରେ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ଫାଇଭ୍-ଜି ସେବା । ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି । ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍ ଏହି ସେବା ଯୋଗାଇବେ । ୫ଜି ସେବା ପ୍ରଥମେ କଟକ ଓ ଭୁବନେଶ୍ୱର ସହ…
