ଚୌଦ୍ୱାର ଐତିହାସିକ ରୂପଯାତ୍ରା ନିମନ୍ତେ ପୁଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ
ଚୌଦ୍ୱାର ଐତିହାସିକ ରୂପଯାତ୍ରା ନିମନ୍ତେ ପୁଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଚୌଦ୍ୱାର(ଏନ୍.ଏମ୍.): ଚୌଦ୍ୱାର ଅଞ୍ଚଳର ଐତିହାସିକ ରୂପଯାତ୍ରା ନିମନ୍ତେ ପୁଲିସ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଗାନ୍ଧୀଛକ ସ୍ଥିତ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଚଳିତ ବର୍ଷ ମା’ ଦୁର୍ଗା ଓ ମା’ ଲକ୍ଷ୍ମୀଙ୍କ ସମେତ ଅନ୍ୟ ଦେବଦେବୀଙ୍କ ମୃଣ୍ମୟୀ ମୂର୍ତ୍ତିକୁ ନେଇ ହେଉଥିବା ମେଳଣ ଓ ଭସାଣି ଉତ୍ସବକୁ କିଭଳି ଶାନ୍ତିଶୃଙ୍ଖଳାର ସହ ପାଳନ କରାଯିବ…
