ଲଣ୍ଡା ହେଲେ ଅଭିନେତା ଚନ୍ଦନ କର
ଲଣ୍ଡା ହେଲେ ଅଭିନେତା ଚନ୍ଦନ କର ଭୁବନେଶ୍ୱର(ଏନ୍.ଏମ୍.):ବର୍ତ୍ତମାନ ସମୟରେ ଓଡ଼ିଆ ଚଳଚ୍ଚିତ୍ର ନିଜର ଅସ୍ତିତ୍ୱ ହରାଇବାକୁ ବସିଲାଣି ଓ ଅନେକ ସିନେମା ହଲ୍ଗୁଡ଼ିକ ବନ୍ଦ ହେବାକୁ ବସିଲାଣି । ଚଳଚ୍ଚିତ୍ର ଜଗତକୁ ପୂର୍ବଭଳି ଉଜ୍ଜୀବିତ କରିବାକୁ ଅଣ୍ଟା ଭିଡ଼ିଛନ୍ତି ଚନ୍ଦନ କର । ଚିରାଚରିତ ଲଭ୍, ରୋମାନ୍ସ୍ ଭଳି ସିନେମାଠାରୁ ଦୂରେଇ ଓଡ଼ିଶାର ସଂସ୍କୃତି ଓ ଇତିହାସକୁ ନେଇ ଚଳଚିତ୍ର ନିର୍ମାଣ କରିବାକୁ ଉଦ୍ୟମ କରୁଛନ୍ତି ଅଭିନେତା ଚନ୍ଦନ । କିଛିଦିନ ପୂର୍ବରୁ ଓଡ଼ିଶାର ପ୍ରଥମ ଶହୀଦ…
