ଭୋଟ ଗଣତି ବେଳେ ସୁରକ୍ଷା ବ୍ୟବସ୍ଥା ନେଇ ନିର୍ବାଚନ କମିଶନଙ୍କ ସମୀକ୍ଷା
ଭୋଟ ଗଣତି ବେଳେ ସୁରକ୍ଷା ବ୍ୟବସ୍ଥା ନେଇ ନିର୍ବାଚନ କମିଶନଙ୍କ ସମୀକ୍ଷା ଭୁବନେଶ୍ୱର(ଏନ୍.ଏମ୍.): ଆଜି ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ସମସ୍ତ ପର୍ଯ୍ୟାୟ ଶେଷ ହୋଇଛି । ନିର୍ବାଚନରେ ପ୍ରାର୍ଥୀମାନଙ୍କ ଭାଗ୍ୟ ଏବେ ଭୋଟ ବାକ୍ସ ମଧ୍ୟରେ ଆବଦ୍ଧ ରହିଛି । ଆସନ୍ତା ୨୬, ୨୭ ଏବଂ ୨୮ ତାରିଖରେ ସମସ୍ତ ବ୍ଲକ୍ ମୁଖ୍ୟାଳୟଠାରେ ୩ ଦିନଧରି ଭୋଟ ଗଣନା କାର୍ଯ୍ୟ କରାଯିବ । ଭୋଟଗଣନା କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସମ୍ଭାବ୍ୟ ଆଇନଶୃଙ୍ଖଳା ପରିସ୍ଥିତିିର ନିୟନ୍ତ୍ରଣ…
