ସରସ୍ୱତୀ ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ ତୃତୀୟ ହଂସ ଧ୍ୱନୀ କାର୍ଯ୍ୟକ୍ରମ
ସରସ୍ୱତୀ ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ ତୃତୀୟ ହଂସ ଧ୍ୱନୀ କାର୍ଯ୍ୟକ୍ରମ #ଭଦ୍ରକ(ଏନ୍.ଏମ୍.): ବାସୁଦେବପୁର ବ୍ଲକ ଅନ୍ତର୍ଗତ ସ୍ଥାନୀୟ କମାର ଗାଁ ଠାରେ ସରସ୍ୱତୀ ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ ତୃତୀୟ ହଂସ ଧ୍ୱନୀ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଦୁଇ ଦିନ ବ୍ୟାପୀ ଆୟୋଜିତ ଏହି ଉତ୍ସବର ପ୍ରଥମ ଦିନରେ ଉଦ୍ଘାଟକ ଭାବେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ବରେଣ୍ୟ ଅତିଥି ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ସମ୍ମାନିତ ଅତିଥି ଭାବେ ଓଡ଼ିଆ ସଙ୍ଗୀତ ନାଟକ ଏକାଡେମୀ…
