ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସମସ୍ତ କର୍ମଚାରୀ ଜାନୁଆରୀ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ କରିବାକୁ ନିର୍ଦ୍ଦେଶ
ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସମସ୍ତ କର୍ମଚାରୀ ଜାନୁଆରୀ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ କରିବାକୁ ନିର୍ଦ୍ଦେଶ #ଭୁବନେଶ୍ୱର(ଏନ୍.ଏମ୍.): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସମସ୍ତ ସରକାରୀ କର୍ମଚାରୀ ୨୦୨୩ ଜାନୁଆରୀ ଶେଷ ସୁଦ୍ଧା ଅନ୍ଲାଇନ୍ରେ ନିର୍ଦ୍ଧାରିତ ଫର୍ମାଟରେ ଏଚ୍ଆରଏମ୍ଏସ୍ ପୋର୍ଟାଲରେ ସେମାନଙ୍କର ସମ୍ପତ୍ତି ତାଲିକା ଦାଖଲ କରିବା ନିମନ୍ତେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି । କର୍ମଚାରୀମାନେ ସମ୍ପତ୍ତି ତାଲିକା ଦାଖଲ ନକଲେ…
