ରାଇରଙ୍ଗପୁର ଟାଟା ପାୱାର ଆନୁକୁଲ୍ୟରେ ଜାତୀୟ ସଡକ ସୁରକ୍ଷା ସଚେତନତା ଅଭିଯାନ
ରାଇରଙ୍ଗପୁର ଟାଟା ପାୱାର ଆନୁକୁଲ୍ୟରେ ଜାତୀୟ ସଡକ ସୁରକ୍ଷା ସଚେତନତା ଅଭିଯାନ #ରାଇରଙ୍ଗପୁର(ଏନ୍.ଏମ୍.): ମୟୁରଭଞ୍ଜ୍ ଜିଲ୍ଲା ରାଇରଙ୍ଗପୁର ସହରସ୍ଥିତ ଟାଟା ପାୱାର ଇଲେକ୍ଟ୍ରି କମ୍ପାନୀ ଆନୁକୁଲ୍ୟରେ ଜାତୀୟ ସଡକ ସୁରକ୍ଷା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଟାଟା ପାୱାର ଇଲେକ୍ଟ୍ରି କମ୍ପାନୀ କର୍ମଚାରୀମାନେ ସଡକ ସୁରକ୍ଷା ଜୀବନ ରକ୍ଷା ନାରା ଦେଇ ସହର ପରିକ୍ରମା କରିବା ସହ ଲୋକମାନଙ୍କୁ ସଚେତନ କରାଇଥିଲେ । ମଣିଷ ଜୀବନ ଦୁର୍ଲଭ, ନିଜର ସୁରକ୍ଷା ନିଜ ହାତରେ ।…
