ଝୁଲନ୍ତା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ଝୁଲନ୍ତା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର #ଜଗତପୁର(ଏନ୍.ଏମ୍.): ଜଗତପୁର ଅଞ୍ଚଳରେ ଜଣେ ବୃଦ୍ଧ ବ୍ୟକ୍ତିଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ତେବେ ପାରିବାରିକ କଳହକୁ ସେ ଆତ୍ମହତ୍ୟା କରିଥିବା ପରିବାର ଲୋଙ୍କ ଠାରୁ ସୂଚନା ମିଳିଛି । ସୂଚନା ଅନୁଯାୟୀ, ଜଗତପୁର ଥାନା ଅନ୍ତର୍ଗତ ପୀର ବଜାର ଅଣ୍ଡେଇ ସାହିର କିଶୋର ବିଶ୍ୱାସ (୬୧) ଘର ଭିତରେ ବେକରେ ରଶି ଲଗାଇ ଝୁଲିପଡ଼ିଥିଲେ । ମୃତକ ଜଣଙ୍କ ଅବସର ପ୍ରାପ୍ତ ମେଡିକାଲ କର୍ମଚାରୀ ଥିଲେ…
