କଂସା ଓ ପିତ୍ତଳ ହସ୍ତଶିଳ୍ପ ସାମଗ୍ରୀର ଜି.ଆଇ. ମାନ୍ୟତା ପାଇଁ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆବେଦନ
କଂସା ଓ ପିତ୍ତଳ ହସ୍ତଶିଳ୍ପ ସାମଗ୍ରୀର ଜି.ଆଇ. ମାନ୍ୟତା ପାଇଁ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆବେଦନ ଭୁବନେଶ୍ୱର(ଏନ୍.ଏମ୍.): ସାମଗ୍ରୀ ଗୁଡିକର ଭୌଗୋଳିକ ସୂଚକାଙ୍କ (ପଞ୍ଜିକରଣ ଓ ସଂରକ୍ଷଣ) ଅଧିନିୟମ, ୧୯୯୯ ଦ୍ୱାରା ସାମଗ୍ରୀ ଗୁଡିକର ଭୌଗୋଳିକ ସୂଚକାଙ୍କର ପଞ୍ଜିକରଣ ଓ ଉନ୍ନତ ମାନର ସଂରକ୍ଷଣ କରାଯାଉଛି । ଏହି କ୍ରମରେ ଓଡ଼ିଶାରେ ଉତ୍ପାଦିତ ହସ୍ତଶିଳ୍ପ ସାମଗ୍ରୀଗୁଡିକର ବୈଶିଷ୍ଟ୍ୟ ସୁରକ୍ଷା କରିବା ଓ ଏହାର ବେଆଇନ ବ୍ୟବହାର ବନ୍ଦ କରିବା ସଙ୍ଗେ ସଙ୍ଗେ କାରିଗର ଓ ଖାଉଟିମାନଙ୍କର ସ୍ୱାର୍ଥରକ୍ଷା…
