ଜଗତପୁରରେ ତାରାତାରିଣୀଙ୍କ ବାର୍ଷିକୋତ୍ସବ ଓ ଝାମୁଯାତ୍ରା
ଜଗତପୁରରେ ତାରାତାରିଣୀଙ୍କ ବାର୍ଷିକୋତ୍ସବ ଓ ଝାମୁଯାତ୍ରା ଜଗତପୁର(ଏନ୍.ଏମ୍.): ଜଗତପୁର ଆଇ.ବି ରୋଡ ସ୍ଥିତ ନିମପୁର ନୂତନ ବସ୍ତିରେ ମା ତାରାତାରିଣୀଙ୍କ ବାର୍ଷିକୋତ୍ସବ ଉପଲକ୍ଷେ ପବିତ୍ର ଝାମୁଯାତ୍ରା ବହୁ ନୀତିକାନ୍ତିରେ ପୂଜାର୍ଚ୍ଚନା ସମ୍ପନ୍ନ ହୋଇଯାଇଛି । ମା’ଙ୍କ ମୁଖ୍ୟ ଦେହୁରୀ କୃଷ୍ଣ ନାୟକଙ୍କ ଦ୍ୱାରା ଏହି ଯାତ୍ରା ପରିଚାଳନା କରାଯାଇଥିଲା । ଦୀର୍ଘ ୧୫ ବର୍ଷଧରି ମାଙ୍କ ପୀଠରେ ଝାମୁଯାତ୍ରା ଅନୁଷ୍ଠିତ ହୋଇଆସୁଛି । ଗତ ଦୁଇବର୍ଷ ଧରି କରୋନା ମହାମାରୀ କାରଣରୁ ମା’ଙ୍କ ପୀଠରେ ଝାମୁଯାତ୍ରାକୁ ସ୍ଥଗିତ…
