ରାମଲାଲାଙ୍କ ବିଗ୍ରହ ପ୍ରାଣ ପ୍ରତିଷ୍ଠାକୁ ନେଇ ସମଗ୍ର ଚୌଦ୍ୱାର ଅଞ୍ଚଳ ହୋଇପଡ଼ିଲାଣି ଉତ୍ସବ ମୁଖର
ରାମଲାଲାଙ୍କ ବିଗ୍ରହ ପ୍ରାଣ ପ୍ରତିଷ୍ଠାକୁ ନେଇ ସମଗ୍ର ଚୌଦ୍ୱାର ଅଞ୍ଚଳ ହୋଇପଡ଼ିଲାଣି ଉତ୍ସବ ମୁଖର #ଚୌଦ୍ୱାର(ଏନ୍.ଏମ୍.): ଜାନୁଆରି ୨୨ତାରିଖରେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ଅବ୍ୟବହିତ ପୂର୍ବରୁ ସମଗ୍ର ଚୌଦ୍ୱାର ତଥା ଏହାର ଆଖପାଖ ଅଞ୍ଚଳ ତଥା ବିଭିନ୍ନ ପଞ୍ଚାୟତ ମାନ ଉତ୍ସବ ମୁଖର ହୋଇପଡିଛି । ଏହି ଅବସରରେ ଚୌଦ୍ୱାରର ଓଟିଏମ୍ ହନୁମାନ ମନ୍ଦିର, କଳିଙ୍ଗଛକସ୍ଥିତ ରାମ ମନ୍ଦିର, ନଖରା ଗ୍ରାମ ପଞ୍ଚାୟତ ଚାଞ୍ଚୋସ୍ଥିତ ହନୁମାନ ମନ୍ଦିର, ନୁନଟିକିରି ହନୁମାନ ମନ୍ଦିର, ବାଣୀପଦା ହନୁମାନ…
