କରୋନା ତୃତୀୟ ଲହର ପାଇଁ ଆମେ ପ୍ରସ୍ତୁତ ବୋଲି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ
କରୋନା ତୃତୀୟ ଲହର ପାଇଁ ଆମେ ପ୍ରସ୍ତୁତ ବୋଲି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ ଭୁବନେଶ୍ୱର(ଏନ୍.ଏମ୍.): କରୋନାର ୩ୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି । ରାଜ୍ୟରେ ଏବେ ସୁଦ୍ଧା ୭୦ ପ୍ରତିଶତ ସେରୋ ସର୍ଭେ ସରିଛି । ବିଭିନ୍ନ ହସ୍ପିଟାଲରେ ବେଡ୍ ଓ ଔଷଧ ମହଜୁଦ ରହିଛି । କରୋନା ମୁକାବିଲା ପାଇଁ ରାଜ୍ୟ ଓ ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ ଗଠନ ହୋଇଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି । ତୃତୀୟ ଲହରରେ ଛୋଟ…
