କୃଷିଭିତ୍ତିକ ପତ୍ରିକା ଶ୍ୟାମଳ ସୁବର୍ଣ୍ଣର ଚତୁର୍ଦ୍ଦଶ ସଂଖ୍ୟା ପାଠକାର୍ପିତ
କୃଷିଭିତ୍ତିକ ପତ୍ରିକା ଶ୍ୟାମଳ ସୁବର୍ଣ୍ଣର ଚତୁର୍ଦ୍ଦଶ ସଂଖ୍ୟା ପାଠକାର୍ପିତ କଟକ ସଦର(ଏନ୍.ଏମ୍.): କୃଷିଭିତ୍ତିକ ତ୍ରୟମାସିକ ପତ୍ରିକା “ଶ୍ୟାମଳ ସୁବର୍ଣ୍ଣ”ର ଚତୁର୍ଦ୍ଦଶ ସଂଖ୍ୟା ଅନଲାଇନରେ ଇ-ମ୍ୟାଗାଜିନ ଭାବେ ପ୍ରକାଶିତ ହୋଇ ସାରା ଓଡ଼ିଶାରେ ଖୁବ ପାଠକୀୟ ସ୍ୱୀକୃତି ଲାଭକରିଛି । ୨୦୧୮ ସାଲରୁ ପ୍ରକାଶିତ ପତ୍ରିକା କୃଷକ ମାନଙ୍କ ନିମନ୍ତେ ଉପାଦେୟ ତଥ୍ୟ,ରୋଗପୋକ ସମସ୍ୟା ଓ ସମାଧାନ,କୃଷକ ମାନଙ୍କୁ ନେଇ ଆଲୋଚନାଚକ୍ର,ବିଭିନ୍ନ କୃଷି ଗବେଷକ ମାନଙ୍କର ଉପାଦେୟ ସ୍ତମ୍ବ ପ୍ରକାଶିତ ହୋଇ କୃଷି ଆନ୍ଦୋଳନକୁ ଦ୍ୱିଗୁଣି କରିଛି ଏହାର…
