ଓଡ଼ିଶା ଫେରିବ ବିଜୁ ବାବୁଙ୍କ ଐତିହାସିକ ‘ଡାକୋଟା’ ବିମାନ
ଓଡ଼ିଶା ଫେରିବ ବିଜୁ ବାବୁଙ୍କ ଐତିହାସିକ ‘ଡାକୋଟା’ ବିମାନ ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶାକୁ ଶୀଘ୍ର ଆସିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ‘ଡାକୋଟା’ ବିମାନ । ‘ଡାକୋଟା’କୁ ଓଡ଼ିଶା ଆଣିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏନେଇ ଆଜି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ସେ କହିଛନ୍ତି, ବିଜୁବାବୁଙ୍କ ‘ଡାକୋଟା’ ଆଣିବା ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି । ଟେଣ୍ଡର ପାଇଁ ପିଡବ୍ଲୁଡିକୁ ଦାୟିତ୍ୱ ଦିଆଯାଇଛି ।…
