ନବ ନିଯୁକ୍ତ ଡାକ୍ତରଙ୍କ ସହ ସମୀକ୍ଷା: ସ୍ୱାସ୍ଥ୍ୟସେବାକୁ ପ୍ରାଥମିକତା ଦେଲେ ମୁଖ୍ୟମନ୍ତ୍ରୀ
ନବ ନିଯୁକ୍ତ ଡାକ୍ତରଙ୍କ ସହ ସମୀକ୍ଷା: ସ୍ୱାସ୍ଥ୍ୟସେବାକୁ ପ୍ରାଥମିକତା ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର (ଏନ୍.ଏମ୍.) : ରାଜ୍ୟର କୋଭିଡ ସ୍ଥିତି ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଏହି ଅବସରରେ ସେ ଭିଡିଓ କନଫରେନ୍ସି ଜରିଆରେ ରାଜ୍ୟରେ ନବ ନିଯୁକ୍ତ ୭୮୬ ଡାକ୍ତରଙ୍କ ସହ କଥା ହୋଇଥିଲେ । ସ୍ୱାସ୍ଥ୍ୟ ଭିତ୍ତିଭୂମି ପାଇଁ ୮,୫୦୦କୋଟି ଟଙ୍କା ବିନିଯୋଗ ହେବା ବିଷୟରେ ପ୍ରକାଶ କରିବା ସହ ସ୍ୱାସ୍ଥ୍ୟସେବା ହେଉଛି ମୋ ସରକାରର…
