ଲକ୍ଡାଉନ୍ ସୁଯୋଗରେ ବସ୍ତିବାସିନ୍ଦାଙ୍କ ପ୍ରତି ବର୍ବରତା ବନ୍ଦ ହେଉ – ବସ୍ତିବାସିନ୍ଦାଙ୍କ ମିଳିତ ମଞ୍ଚ
ଲକ୍ଡାଉନ୍ ସୁଯୋଗରେ ବସ୍ତିବାସିନ୍ଦାଙ୍କ ପ୍ରତି ବର୍ବରତା ବନ୍ଦ ହେଉ – ବସ୍ତିବାସିନ୍ଦାଙ୍କ ମିଳିତ ମଞ୍ଚ କଟକ (ଏନ୍.ଏମ୍.): କରୋନାଜନିତ ହାହାକାରମୟ ପରିସ୍ଥିତି ଓ ଲକ୍ଡାଉନ୍ ଭିତରେ ବସ୍ତି ଉଛେଦ ଚାଲିଛି । ସରକାରଙ୍କ ଏପରି କଣ ଜରୁରୀ ହୋଇ ପଡିଛି କେଜାଣି ଗରିବ ବସ୍ତିବାସିନ୍ଦାଙ୍କୁ ଅତ୍ୟନ୍ତ ନିର୍ମମ ଭାବରେ ଉଛେଦ କରି ସେମାନଙ୍କ ମାନବିକ ଅଧିକାର କ୍ଷୁର୍ଣ୍ଣ କରାଯାଉଛି? ସରକାର ଓ ପ୍ରଶାସନର ଏହିଭଳି ନିଷ୍ଠୁର ଅମାନବୀୟ ଆଚରଣକୁ ‘ବସ୍ତିବାସିନ୍ଦାଙ୍କ ମିଳିତ ମଞ୍ଚ’ ପକ୍ଷରୁ ଆବାହକ ଖଗେଶ୍ୱର…
