ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ: ସହଯୋଗ ଓ ସମନ୍ୱୟ ବାତ୍ୟା ପରିଚାଳନା ପାଇଁ ଗୁରୁତ୍ୱପୂର୍ଣ୍ଣ – ମୁଖ୍ୟ ଶାସନ ସଚିବ
ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ: ସହଯୋଗ ଓ ସମନ୍ୱୟ ବାତ୍ୟା ପରିଚାଳନା ପାଇଁ ଗୁରୁତ୍ୱପୂର୍ଣ୍ଣ – ମୁଖ୍ୟ ଶାସନ ସଚିବ #ଭୁବନେଶ୍ୱର(ଏନ୍.ଏମ୍.): ମୋସୁମୀ ବର୍ଷା ପରେ ଅକ୍ଟୋବର ଶେଷ ଆଡକୁ ଓଡିଶାରେ ବାତ୍ୟା ସଂଘଠିତ ହୋଇଥାଏ । ପାଣିପାଗ ବିଭାଗ ଆକଳନ ଅନୁସାରେ ଅକ୍ଟୋବର ୧୦ ସୁଦ୍ଧା ମୌସୁମୀ ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି । ଏଣୁ ଏହା ପରେ ବିଶେଷ କରିପ୍ରାୟ ୪୫ ଦିନ ମଧ୍ୟରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନାକୁ ଏଡାଇ ଦିଆଯାଇ ନପାରେ…
