ଅକ୍ଟୋବର ପ୍ରଥମ ସପ୍ତାହରେ ଆସିପାରେ ବାତ୍ୟା ତେଜ !
ଅକ୍ଟୋବର ପ୍ରଥମ ସପ୍ତାହରେ ଆସିପାରେ ବାତ୍ୟା ତେଜ ! #ଭୁବନେଶ୍ୱର(ଏନ୍.ଏମ୍.): ମୌସୁମୀ ଫେରିବା ସମୟ ଉପନୀତ ହୋଇଛି । ଏହାର ଅବ୍ୟବହିତ ପୂର୍ବରୁ ଓଡ଼ିଶାକୁ ବାତ୍ୟା ଭୟ ଦେଖାଦେଇଛି । ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି । ଏପରିକି ବାତ୍ୟାଟି ଓଡ଼ିଶାମୁହାଁ ହୋଇପାରେ ବୋଲି କିଛି ମଡେଲର ଆକଳନରୁ ସୂଚନା ମିଳୁଛି । ପଶ୍ଚିମା ବାୟୁ ସହ ଜଡ଼ିତ ବିଷୁବରେଖା ନିକଟସ୍ଥ ତରଙ୍ଗର ଉପସ୍ଥିତି ଯୋଗୁଁ ଚଳିତ…
