କାଲି ଓଡ଼ିଶା ଆସୁଛନ୍ତି ମହାମହିମ, ୨୬ରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି
କାଲି ଓଡ଼ିଶା ଆସୁଛନ୍ତି ମହାମହିମ, ୨୬ରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ବ୍ଲୁ ବୁକ୍ ଏସଓପି ଅନୁସାରେ ଦିଆଯିବ ସୁରକ୍ଷା #ଭୁବନେଶ୍ୱର/କଟକ(ଏନ୍.ଏମ୍.): ମହାମହିମ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗ୍ରସ୍ତ ନେଇ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆସନ୍ତାକାଲି ରାଷ୍ଟ୍ରପତି ଭବନରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ । ସେ ନୂଆ ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ପରେ ସେଠାରୁ ରାଜଭବନ ଯିବେ…
