ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ #ଭୁବନେଶ୍ୱର (ଏନ୍.ଏମ୍.): ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ…
