ରାଜ୍ୟରେ ବଢ଼ୁଛି ଗ୍ରୀଷ୍ମ ପ୍ରବାହ: ଆସନ୍ତାକାଲି ଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁ
ରାଜ୍ୟରେ ବଢ଼ୁଛି ଗ୍ରୀଷ୍ମ ପ୍ରବାହ: ଆସନ୍ତାକାଲି ଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁ #ଭୁବନେଶ୍ୱର(ଏନ୍.ଏମ୍.): ଆସନ୍ତାକାଲି ଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ରାଜ୍ୟରେ ସମ୍ପ୍ରତି ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବା ଯୋଗୁଁ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ସରକାରଙ୍କ ଘୋଷଣା ପରେ ରାଜ୍ୟର ସମସ୍ତ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ…
