ଶୋଭନୀୟ ଶିକ୍ଷାଶ୍ରମରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ
ଶୋଭନୀୟ ଶିକ୍ଷାଶ୍ରମରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ #କୋଣାର୍କ (ଏନ୍.ଏମ୍.): କୋଣାର୍କ ଶୋଭନୀୟ ଶିକ୍ଷାଶ୍ରମ ପରିସରରେ ନେତାଜୀ ସୁଭାଷଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ୧୨୬ ତମ ଜନ୍ମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଶୋଭନୀୟ ଶିକ୍ଷାଶ୍ରମର ଛାତ୍ରଛାତ୍ରୀମାନେ ସକାଳ ୬ଟାରେ ଜାଗରଣ ସଙ୍ଗୀତ ସୂର୍ଯ୍ୟପୂଜା, ଧ୍ୟାନ, ବିଶ୍ୱଶାନ୍ତି ପାଇଁ ପ୍ରାର୍ଥନା ଓ ନାମ ସଂକୀର୍ତ୍ତନ କରିଥିଲେ । ଶିକ୍ଷାଶ୍ରମ ପରିସରରେ ଥିବା…
