ମୋଦି @୨୦ ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ଉଦଯାପିତ
ମୋଦି @୨୦ ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ଉଦଯାପିତ ନରେନ୍ଦ୍ର ମୋଦି ବିଶ୍ୱର ସର୍ବାଧିକ ଚର୍ଚ୍ଚିତ ରାଜନେତା : ଆନ୍ଧ୍ର ରାଜ୍ୟପାଳ ଭୁବନେଶ୍ୱର(ଏନ୍.ଏମ୍.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ଆତ୍ମନିର୍ଭର ଓ ସର୍ବ ଶକ୍ତି ସମ୍ପନ୍ନ ବନାଇବାରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଥିବା ଆନ୍ଧ୍ରପ୍ରଦେଶର ମହାମହିମ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ପ୍ରକାଶ କରିଛନ୍ତି । ବର୍ତ୍ତମାନ ସମଗ୍ର ବିଶ୍ୱରେ ଶ୍ରୀ ମୋଦି ସବୁଠାରୁ ଚର୍ଚ୍ଚିତ ରାଜନେତା ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି । ଉଭୟ ଆମେରିକା ଓ ଋଷ୍ର…
