ଜଗତସିଂହପୁରରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ଶ୍ରାଦ୍ଧ ଦିବସ
ଜଗତସିଂହପୁରରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ଶ୍ରାଦ୍ଧ ଦିବସ ଜଗତସିଂହପୁର (ଏନ୍.ଏମ୍.): ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌରପରିଷଦ ଆନୁକୁଲ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜଗତସିଂହପୁର କୋର୍ଟ ସମ୍ମୁଖ ରାଜୀବଗାନ୍ଧୀ ପାର୍କ ପରିସରରେ ଥିବା ରାଜୀବ ଗାନ୍ଧିଙ୍କ ପ୍ରତିମୂର୍ତ୍ତୀରେ ଜିଲ୍ଲାପାଳ ପାରୁଲ୍ ପଟୱାରି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଜଗତସିଂହପୁର ପୌରାପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ସିଂ, ପୌର ନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ, ଜିଲ୍ଲା…
