ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ଉଦ୍ଘାଟିତ
ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ ଉଦ୍ଘାଟିତ #ଭୁବନେଶ୍ୱର(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବକୁ ଉଦ୍ଘାଟନ କରିଛନ୍ତି । ଏସିଆର ସର୍ବବୃହତ୍ ଲୁଣା ହ୍ରଦ ଚିଲିକା ହେଉଛି ଲକ୍ଷାଧିକ ବିଦେଶାଗତ ପକ୍ଷୀମାନଙ୍କ ବିଚରଣସ୍ଥଳୀ । ଏହି ମହୋତ୍ସବ ପକ୍ଷୀପ୍ରେମୀମାନଙ୍କୁ ଅତି ନିକଟରୁ ଚିଲିକା ଓ ବିଦେଶାଗତ ପକ୍ଷୀମାନଙ୍କୁ ଜାଣିବାର ସୁଯୋଗ ଆଣିଦେବ । ପର୍ଯ୍ୟଟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ଏହି…
