ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଅଶାନ୍ତି, ବିଭିନ୍ନ ସମସ୍ୟା ନେଇ ଧାରଣା
ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଅଶାନ୍ତି, ବିଭିନ୍ନ ସମସ୍ୟା ନେଇ ଧାରଣା କଟକ(ଏନ୍.ଏମ୍.): ବିଦ୍ୟାଧରପୁର ସ୍ଥିତ କେନ୍ଦ୍ର ସରକାରଙ୍କର ଜାତୀୟ ଧାନ ଗବେଷଣା କେନ୍ଦ୍ର ପ୍ରତିଷ୍ଠାନରେ ଆଜି ଶୁକ୍ରବାର ଦିନ ଶ୍ରମିକ ଅଶାନ୍ତି ଦେଖା ଦେଇଛି । ଏଥିରେ କାର୍ଯ୍ୟରତ ଶ୍ରମିକ ମାନେ ବିଭିନ୍ନ ଦାବି ନେଇ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କେନ୍ଦ୍ର ସରକାର ଶ୍ରମିକ ମାନଙ୍କ ପାଇଁ ଯେଉଁ ନୀତି ଓ ନୀୟମ ଧାର୍ଯ୍ୟ କରିଛନ୍ତି, ତାହାକୁ ଧାନ ଗବେଷଣା…
