ବିଜେଡି ପକ୍ଷରୁ ଶ୍ରମଦାନ କରି ସମାଜସେବା କାର୍ଯ୍ୟକ୍ରମ ଉଦ୍ଯାପିତ
ବିଜେଡି ପକ୍ଷରୁ ଶ୍ରମଦାନ କରି ସମାଜସେବା କାର୍ଯ୍ୟକ୍ରମ ଉଦ୍ଯାପିତ କଟକ(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଗତ ଅକ୍ଟୋବର ୨ରୁ ନଭେମ୍ବର୨ ତାରିଖ ଏକ ମାସ ବ୍ୟାପି ବିଜେଡି ପକ୍ଷରୁ ଶ୍ରମଦାନ କରି ସମାଜସେବା କାର୍ଯ୍ୟକ୍ରମ ଆଜି ଉଦ୍ଯାପିତ ହୋଇଯାଇଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜେଡିର କର୍ମକର୍ତ୍ତାମାନେ ସ୍ୱେଚ୍ଛାକୃତ ଶ୍ରମଦାନକରି ସମାଜସେବା କାର୍ଯ୍ୟକ୍ରମକୁ ସଫଳ କରାଇଛନ୍ତି । ଏହି ପରିପ୍ରେକ୍ଷୀରେ କଟକ ମହାନଗର ନିଗମ ଅନ୍ତର୍ଗତ ୪୦ନମ୍ବର ୱାର୍ଡ ଯୋବ୍ରା ଅଞ୍ଚଳରେ…
