ଅଲିଭ୍ ରିଡଲେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସବୁ ପ୍ରକାର ସହଯୋଗ ଦିଆଯିବ-ମୁଖ୍ୟ ଶାସନ ସଚିବ
ଅଲିଭ୍ ରିଡଲେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସବୁ ପ୍ରକାର ସହଯୋଗ ଦିଆଯିବ-ମୁଖ୍ୟ ଶାସନ ସଚିବ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକରେ ଅଧିକ ଗବେଷଣା ଉପରେ ଗୁରୁତ୍ୱ #ଭୁବନେଶ୍ୱର(ଏନ୍.ଏମ୍.): ଅଲିଭ୍ ରିଡଲେ କଇଁଛ ଆମ ରାଜ୍ୟର ପର୍ଯ୍ୟଟନ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି । ଓଡିଶାର ସାମୁଦ୍ରିକ ତଟ ଗହୀରମଥା ବନ୍ୟପ୍ରାଣୀ ଅଭୟାରଣ୍ୟ, ଭିତରକନିକା ଅଭୟାରଣ୍ୟ, ଦେବୀ ନଦୀ ମୁହାଣ, ବାଲୁଖଣ୍ଡ ବନ୍ୟପ୍ରାଣୀ ଅଭୟାରଣ୍ୟ, ଋଷିକୂଲ୍ୟା ବନ୍ୟପ୍ରାଣୀ ଅଭୟାରଣ୍ୟ ନଦୀ ତଟକୁ…
