ନବରଙ୍ଗପୁରରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ
ନବରଙ୍ଗପୁରରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ #ନବରଙ୍ଗପୁର (ଏନ୍.ଏମ୍.): ନବରଙ୍ଗପୁର ଜିଲ୍ଲାର ସଦର ମହକୁମା ଠାରେ ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସଚେତନ ପଦଯାତ୍ରା ସ୍ଥାନୀୟ ଭଣ୍ଡାର ଘରଣୀ ମନ୍ଦିର ନିକଟରୁ ମିଶନ ଶକ୍ତି ସଭା ଗୃହ ପର୍ଯ୍ୟନ୍ତ ପରିକ୍ରମା କରିଥିଲା । ଏହାକୁ ଆନୁଷ୍ଠାନିକ ଭାବେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା…
