ସ୍ୱାଧୀନତା ସଂଗ୍ରାମୀ ଗୋକୁଳ ମୋହନ ରାୟ ଚୁଡ଼ାମଣୀଙ୍କର ୧୭ତମ ଶ୍ରାଦ୍ଧବାର୍ଷିକ
ସ୍ୱାଧୀନତା ସଂଗ୍ରାମୀ ଗୋକୁଳ ମୋହନ ରାୟ ଚୁଡ଼ାମଣୀଙ୍କର ୧୭ତମ ଶ୍ରାଦ୍ଧବାର୍ଷିକ #ଖୋର୍ଦ୍ଧା(ଏନ୍.ଏମ୍.): ଭାରତର ମହାନ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ଗୋକୁଳ ମୋହନ ରାୟ ଚୁଡାମଣୀଙ୍କର ୧୭ତମ ଶ୍ରାଦ୍ଧବାର୍ଷିକ ଉତ୍ସବ ଗୋକୁଳ ମୋହନ ରାୟଚୁଡ଼ାମଣି ସ୍ମୃତି ସଂସଦ ଦ୍ୱାରା ଖୋର୍ଦ୍ଧା ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍ଥାନୀୟ ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ମୁଖ୍ୟଅତିଥି ଭାବରେ ଯୋଗଦେଇ ସ୍ଥାନୀୟ ବି.ଡି.ଏ କଲୋନୀସ୍ଥିତ ଚୁଡାମଣୀଙ୍କର ପ୍ରତିମୂର୍ତ୍ତିରେ ପ୍ରଥମେ ପୁଷ୍ପମାଲ୍ୟ ଅର୍ପଣ କଲା ପରେ ସେଠାରେ ଉପସ୍ଥିତ ଥିବା…
