ସତ୍ୟପାଠ ଦ୍ୱାରା ପ୍ରତିଶ୍ରୁତି ରଖିବେ କଟକ ସଦର ନିର୍ବାଚନ ମଣ୍ଡଳର ସ୍ୱାଧୀନ ପ୍ରାର୍ଥୀ ସୁକାନ୍ତ ସେଠୀ

ସତ୍ୟପାଠ ଦ୍ୱାରା ପ୍ରତିଶ୍ରୁତି ରଖିବେ କଟକ ସଦର ନିର୍ବାଚନ ମଣ୍ଡଳର ସ୍ୱାଧୀନ ପ୍ରାର୍ଥୀ ସୁକାନ୍ତ ସେଠୀ #କଟକ(ଏନ୍‌.ଏମ୍‌.): କଟକ ନିର୍ବାଚନ ମଣ୍ଡଳୀର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଓ ସାଧାରଣ ନିର୍ବାଚନରେ କଟକ ସଦରରୁ ସ୍ୱାଧୀନ ବିଧାୟକ ପାର୍ଥୀଭାବେ ସାମାଜିକ କର୍ମୀ ସୁକାନ୍ତ ସେଠୀ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଉଛନ୍ତି । ତାଙ୍କୁ ପ୍ରାର୍ଥୀତ୍ୱଙ୍କୁ ସମର୍ଥନ କରିବା ନିମନ୍ତେ ବିଭିନ୍ନ ସାମାଜିକ ସଂଗଠନ, ଗ୍ରାମ ମୂରବୀ ଓ ଯୁବକମାନଙ୍କ ପକ୍ଷରୁ ଆଜି ସ୍ଥାନୀୟ ନୂଆପଡା ଠାରେ ଏକ ବନ୍ଧୁମିଳନ ଓ…

Read More

ବିଜେଡିରୁ ଇସ୍ତଫାଦେଲେ ଷ୍ଟାର କ୍ୟାମ୍ପେନର ଅରିନ୍ଦମ ରାୟ

ବିଜେଡିରୁ ଇସ୍ତଫାଦେଲେ ଷ୍ଟାର କ୍ୟାମ୍ପେନର ଅରିନ୍ଦମ ରାୟ, ଯୋଗ ଦେଲେ ବିଜେପିରେ #କଟକ(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ନିମନ୍ତେ ଆଚରଣ ବିଧି ଲାଗୁ ହେବାର କେଇ ଘଣ୍ଟା ପୂର୍ବରୁ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବପ୍ରକାଶ ଦାସଙ୍କ ଭିଣୋଇ ତଥା ଅଭିନେତା ଅରିନ୍ଦମ ରାୟ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ଦଳର ସାଧାରଣ ସଂପାଦକ ପଦ ସହିତ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…

Read More

ନାବାଳିକା ଅସଦ୍ ଆଚରଣ ମାମଲା: ଆସାମୀକୁ ୩ ବର୍ଷ ସଶ୍ରମ କରାଦଣ୍ଡ

ନାବାଳିକା ଅସଦ୍ ଆଚରଣ ମାମଲା: ଆସାମୀକୁ ୩ ବର୍ଷ ସଶ୍ରମ କରାଦଣ୍ଡ #କଟକ(ଏନ୍‌.ଏମ୍‌.): ଜନୈକା ନାବାଳିକାକୁ ଅସଦ୍ ଆଚରଣ ମାମଲାରେ କଟକର ସ୍ୱତନ୍ତ୍ର ପୋଷ୍କୋ କୋର୍ଟ ଆସାମୀ ସନିଆ ସିଂ (୩୫)କୁ ପୋଷ୍କୋ ଆଇନର ୮ ଦଫାରେ ୩ ବର୍ଷ ସଶ୍ରମ କାରାଦଣ୍ଡ ପ୍ରଦାନ କରିବା ସହ ୫ହଜାର ଟଙ୍କାର ଜୋରିମାନା ଦାଖଲ କରିବାକୁ ଆଦେଶ ଦେଇଛନ୍ତି । ଜୋରିମାନା ନଦେଇ ପାରିଲେ ଆସାମୀକୁ ଆଉ ଅଧିକ ୬ ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ପଡିବ ବୋଲି…

Read More

ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର ହେଲେ ଇଲେକ୍ସନ କମିଶନର

ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାର ହେଲେ ଇଲେକ୍ସନ କମିଶନର #ନୂଆଦିଲ୍ଲୀ(ଏଜେନ୍ସି): ସୁଖବୀର ସିଂହ ସାନ୍ଧୁ ଓ ଜ୍ଞାନେଶ କୁମାରଙ୍କୁ ନିର୍ବାଚନ ଆୟୁକ୍ତ ଭାବେ ନିଯୁକ୍ତି ମିଳିଛି । ଖାଲି ପଡ଼ିଥିବା ୨ ଜଣ ନିର୍ବାଚନ କମିଶନର ପଦବୀରେ ଏମାନଙ୍କୁ ନିଯୁକ୍ତି ମିଳିବ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ସରକାରୀସ୍ତରରେ କୌଣସି ବିଜ୍ଞପ୍ତି ପ୍ରକାଶ ପାଇନଥିଲେ ମଧ୍ୟ ଲୋକସଭାର ବିରୋଧୀ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀ…

Read More

ହାତ ଖୋଲି ଦେଇଛନ୍ତି ରାଜ୍ୟ ସରକାର: ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ହାତ ଖୋଲି ଦେଇଛନ୍ତି ରାଜ୍ୟ ସରକାର: ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ #ଭୁବନେଶ୍ୱର(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟସରକାରଙ୍କ ଯୋଜନା ସେତିକି ବଢ଼ିବାରେ ଲାଗିଛି । ତେବେ ନିର୍ବାଚନ ପୂର୍ବରୁ ବିଭିନ୍ନ ବର୍ଗର ଲୋକଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେବା ନିମନ୍ତେ ରାଜ୍ୟ ସରକାର ହାତ ଖୋଲି ଦେଇଛନ୍ତି । ଆଜି ରାଜ୍ୟ ସରକାର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି…

Read More

ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ୍ ଉଦ୍‌ଘାଟିତ

ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ୍ ଉଦ୍‌ଘାଟିତ #କେନ୍ଦ୍ରାପଡ଼ା(ଏନ୍‌.ଏମ୍‌.): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଯୋଗେ କେନ୍ଦ୍ରାପଡ଼ା ଇଛାପୁର ସାମଗୁଡ଼ିଆ ନିକଟସ୍ଥ ନବନିର୍ମିତ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ୍‌ର ଶୁଭ ଉଦ୍‌ଘାଟନ କରିଛନ୍ତି । ଭବିଷ୍ୟତ ପାଇଁ ବଡ଼ଶକ୍ତିଭାବେ ଉଭା ହୋଇଥିବା ସଶକ୍ତ ଯୁବଶକ୍ତି ଗଠନ ପାଇଁ କ୍ରୀଡ଼ା ଭିତିଭଭୂମିର ବିକାଶ ଉପରେ ରାଜ୍ୟ ସରକାର ଅଗ୍ରାଧିକାର ଦେଉଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାର ୨୬ଗୋଟି ବହୁମୁଖୀ ଇନ୍‌ଡୋର୍ ଷ୍ଟାଡିୟମ୍ ଉଦ୍‌ଘାଟନୀ ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ…

Read More

ଜାତୀୟ ରାଜପଥ ନିର୍ମାଣରେ ଜଳ ସେଚନ ଓ ନିଷ୍କାସନ ଉପର ଧ୍ୟାନ ଦେବାକୁ କୃଷକ ବିକାଶ ପରିଷଦର ଜିଲ୍ଲାପାଳଙ୍କୁ ଦାବି

ଜାତୀୟ ରାଜପଥ ନିର୍ମାଣରେ ଜଳ ସେଚନ ଓ ନିଷ୍କାସନ ଉପର ଧ୍ୟାନ ଦେବାକୁ କୃଷକ ବିକାଶ ପରିଷଦର ଜିଲ୍ଲାପାଳଙ୍କୁ ଦାବି #କେନ୍ଦ୍ରାପଡ଼ା(ଏନ୍‌.ଏମ୍‌.): ଦୈତାରୀ ପାରାଦୀପ ଜାତୀୟ ରାଜପଥ ଯାଜପୁର ଜିଲ୍ଲାରୁ ଜଗତସିଂହପୁର ଜିଲ୍ଲାକୁ କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟ ଦେଇ ପାରାଦୀପ ପର୍ଯ୍ୟନ୍ତ ଯାଇଅଛି । ହରିଦାସପୁର–ପାରାଦୀପ ରେଳପଥ ଦୈତାରୀ -ପାରାଦୀପ ଜାତୀୟ ରାଜପଥର ବାମ ପାର୍ଶ୍ୱରେ ଯାଇଅଛି । ଦୈତାରୀ-ପାରାଦୀପ ରାସ୍ତା ୪ ଲେନ ବିଶିଷ୍ଟ ଥିଲା । ଏହାକୁ ସରକାର ଏବେ ୮ ଲେନ ବିଶିଷ୍ଟ…

Read More

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ପ୍ରସ୍ତାବ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ପ୍ରସ୍ତାବ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଢାଞ୍ଚାରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ କର #ଭୁବନେଶ୍ୱର(ଏନ୍‌.ଏମ୍‌.): ଉତ୍ତର ଓଡ଼ିଶାରେ ଅବସ୍ଥିତ ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲାର ଆର୍ଥିକ ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଢାଞ୍ଚାରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ପ୍ରସ୍ତାବ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଚିଠି…

Read More

ମଉଳି ଗଲା ବିଜେପି-ବିଜେଡି ମେଣ୍ଟ ଆଶା: ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ପୁଣି କହିଲେ ମନମୋହନ

ମଉଳି ଗଲା ବିଜେପି-ବିଜେଡି ମେଣ୍ଟ ଆଶା: ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ପୁଣି କହିଲେ ମନମୋହନ #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟକୁ ନେଇ ବେଶ କିଛି ଦିନ ଚର୍ଚ୍ଚା ଚାଲିଥିବାବେଳେ ଏବେ ମେଣ୍ଟ ଆଶା ଧିରେ ଧିରେ ମଉଳିବାରେ ଲାଗିଛି । ମେଣ୍ଟ ନେଇ ବିଜେଡି ଏ ପର୍ଯ୍ୟନ୍ତ ମୁହଁ ଖୋଲିନଥିବାବେଳେ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନିଷ୍ପତ୍ତି ନେବେ ବୋଲି କହି କର୍ମୀମାନେ ପ୍ରସଙ୍ଗରୁ ଏଡାଇ ଯାଇଛନ୍ତି ।…

Read More

କଟକ କମିଶନରେଟ ପୁଲିସର ସଫଳତା:୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ

କଟକ କମିଶନରେଟ ପୁଲିସର ସଫଳତା:୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ #କଟକ(ଏନ୍‌.ଏମ୍‌.): କଟକ କମିଶନରେଟ ଆଜି ପୁଲିସ ହାତରେ ଦୁଇ ଆନ୍ତଃରାଜ୍ୟ ବ୍ରାଉନ ସୁଗର ବେପାରୀଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ୨୫୭ ଗ୍ରାମ ବ୍ରାଉନ ସୁଗର ଜବତ କରାଯାଇଛି । କଳାବଜାରରେ ଏହାର ମୂଲ୍ୟ ୨୬ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି । ଗିରଫ ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପଶ୍ଚିମବଙ୍ଗର ମୁର୍ସିଦାବାଦର ସାଗରଡିହି ଥାନା ଅନ୍ତର୍ଗ ଈଶ୍ୱର ମାହାରା (୩୧)…

Read More

ବିଧାୟକଙ୍କ ଦ୍ୱାରା ନୂତନ ଶ୍ରେଣୀ ଗୃହ ଉଦ୍ଘାଟନ

ବିଧାୟକଙ୍କ ଦ୍ୱାରା ନୂତନ ଶ୍ରେଣୀ ଗୃହ ଉଦ୍ଘାଟନ #ଚୌଦ୍ୱାର(ଏନ୍‌.ଏମ୍‌.): ଟାଙ୍ଗୀ-ଚୌଦ୍ୱାର ବ୍ଳକ୍ ଅନ୍ତର୍ଗତ କୟଳପଡ଼ା ପଞ୍ଚାୟତରେ ଥିବା କୟଳପଡ଼ା ପ୍ରାଥମିକ ବିଦ୍ୟାଳୟର ନୂତନ ଶ୍ରେଣୀ ଗୃହକୁ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ । ତେବେ ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ବିଭିନ୍ନ ଯୋଜନା ସହ ଶୈଖିକ ବାତାବରଣ ସୃଷ୍ଟି କରି ଶିକ୍ଷାର ମାନ ବୃଦ୍ଧି କରିବା ସହ ବିଦ୍ୟାର୍ଥୀମାନଙ୍କ ଆକୃଷ୍ଟ ବଢୁଥିବାବେଳେ ଆଜି ଉକ୍ତ…

Read More

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା; ଓସେପାର ମେରିଟ୍ ଲିଷ୍ଟ ଖାରଜ

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା; ଓସେପାର ମେରିଟ୍ ଲିଷ୍ଟ ଖାରଜ #କଟକ (ଏନ.ଏମ୍‌.): କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାରେ ହାଇକୋର୍ଟ ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି । ଓସେପାର ମେରିଟ୍ ଲିଷ୍ଟ ସହ ଜିଲ୍ଲାୱାରୀ ମେରିଟ୍ ଲିଷ୍ଟକୁ ମଧ୍ୟ ହାଇକୋର୍ଟ ଖାରଜ କରିଛନ୍ତି । ଏଥିସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଓସେପା ପକ୍ଷରୁ ପ୍ରଥମେ ରାଜ୍ୟବ୍ୟାପି ସିଙ୍ଗଲ ମେରିଟ ଲିଷ୍ଟ କରାଯାଇଥିଲା…

Read More