ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ବୁଥ୍ସ୍ତରୀୟ ଅଧିକାରୀଙ୍କ ଘରକୁ ଘର ବୁଲି ସର୍ବେକ୍ଷଣ
ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ବୁଥ୍ସ୍ତରୀୟ ଅଧିକାରୀଙ୍କ ଘରକୁ ଘର ବୁଲି ସର୍ବେକ୍ଷଣ #ଭୁବନେଶ୍ୱର(ଏନ୍.ଏମ୍.): ଆସନ୍ତାବର୍ଷ ହେବାକୁ ଥିବା ‘ସାଧାରଣ ନିର୍ବାଚନ-୨୦୨୪’କୁ ଆଖି ଆଗରେ ରଖି ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ୩୭୬୦୬ ଜଣ ବୁଥ୍ସ୍ତରୀୟ ଅଧିକାରୀମାନେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି । ଜୁଲାଇ ୨୧ ତାରିଖରୁ ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ଏକ ମାସ ଧରି ଘରକୁ ଘର ବୁଲି ନିର୍ଭୁଲ ତଥ୍ୟ ସଂଗ୍ରହ କରିବେ ବୋଲି…
