କୋଣାର୍କ ହାଇସ୍କୁଲ ୧୯୮୮ ମାଟ୍ରିକ୍ ବ୍ୟାଚର ବନ୍ଧୁ ମିଳନ ଉତ୍ସବ: ‘ଫେରିଆସନ୍ତାକି ସେ ଛାତ୍ରଜୀବନ’
କୋଣାର୍କ ହାଇସ୍କୁଲ ୧୯୮୮ ମାଟ୍ରିକ୍ ବ୍ୟାଚର ବନ୍ଧୁ ମିଳନ ଉତ୍ସବ: ‘ଫେରିଆସନ୍ତାକି ସେ ଛାତ୍ରଜୀବନ’ #କୋଣାର୍କ(ଏନ୍.ଏମ୍.): ସ୍ଥାନୀୟ ଯାତ୍ରୀନିବାସ ଠାରେ କୋଣାର୍କ ହାଇସ୍କୁଲର ୧୯୮୮ ମସିହା ମାଟ୍ରିକ୍ ବ୍ୟାଚ ଛାତ୍ରଛାତ୍ରୀମାନଙ୍କର ଏକ ବନ୍ଧୁ ମିଳନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ୩୫ବର୍ଷ ପରେ ପ୍ରଥମ ଥର ପାଇଁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୩୦୦ରୁ ଅଧିକ ପୁରାତନ ଛାତ୍ରଛାତ୍ରୀ ସପରିବାର ଯୋଗଦେଇ ଛାତ୍ର ଜୀବନର ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ଆୟୋଜିତ ଗୁରୁପୂଜନ କାର୍ଯ୍ୟକ୍ରମରେ…
