ଚଳଚ୍ଚିତ୍ର ‘ବାହାଘର ଡଟ୍ କମ୍‌’ର ୱାର୍ଲଡ ଟିଭି ପ୍ରିମିୟରକୁ ଏକାଠି ଉପଭୋଗ କଲେ କଳାକାର

ଚଳଚ୍ଚିତ୍ର ‘ବାହାଘର ଡଟ୍ କମ୍‌’ର ୱାର୍ଲଡ ଟିଭି ପ୍ରିମିୟରକୁ ଏକାଠି ଉପଭୋଗ କଲେ କଳାକାର #ଭୁବନେଶ୍ୱର(ଏନ୍‌.ଏମ୍‌.): ଜୀସାର୍ଥକର ନୂଆ ଓଡିଆ ଚଳଚ୍ଚିତ୍ର ‘ବାହାଘର ଡଟ୍ କମ୍‌’ର ୱାର୍ଲଡ ଟିଭି ପ୍ରିମିୟର ପରେ ପ୍ରଥମ ଥର ପାଇଁ ଏକାଠି ବସି ଟିଭିରେ ଏହି ୱାର୍ଲଡ ଟେଲିଭିଜନ ପ୍ରିମିୟର ସୋକୁ କଳାକାର, ଫିଲ୍ମର କାଷ୍ଟ, କ୍ରିଉ, ସମେତ ଚଳଚ୍ଚିତ୍ର ସାମ୍ବାଦିକ ଓ କ୍ରିଟିକସ୍ ଭୁବନେଶ୍ୱରସ୍ଥିତ ବିଗ୍ କପ୍ କାଫେ ଠାରେ ଉପଭୋଗ କରିଛନ୍ତି । ଏଭଳି ଦେଖିବା ଓଡିଶା ଟେଲିଭିଜନ…

Read More

ଆଇପିଏଲ୍‌: ଚେନ୍ନାଇର ଚତୁର୍ଥ ବିଜୟ

ଆଇପିଏଲ୍‌: ଚେନ୍ନାଇର ଚତୁର୍ଥ ବିଜୟ #ଚେନ୍ନାଇ(ଏନ୍‌.ଏମ୍‌.): ଚଳିତ ଆଇପିଏଲରେ ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଚତୁର୍ଥ ବିଜୟ ହାସଲ କରିଛି । ଏହି ମ୍ୟାଚରେ ଚେନ୍ନାଇ ସନ୍ ରାଇଜର୍ସ ହାଇଦ୍ରାବାଦକୁ ୭ ୱିକେଟରେ ପରାସ୍ତ କରିଛି । ଧୋନି ଟସ୍ ଜିତି ହାଇଦ୍ରାବାଦକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲେ । ତେବେ ହାଇଦ୍ରାବାଦ ନିୟମିତ ବ୍ୟବଧାନରେ ୱିକେଟ ହରାଇ ନିର୍ଦ୍ଧାରିତ ଓଭରରେ ୭ ୱିକେଟ ହରାଇ ୧୩୪ରନ କରିବାକୁ ସମର୍ଥ ହୋଇଥିଲା ।…

Read More

ଆଦର୍ଶ ଶିଶୁ ଜ୍ଞାନମନ୍ଦିରର ବାର୍ଷିକ ଉତ୍ସବ

ଆଦର୍ଶ ଶିଶୁ ଜ୍ଞାନମନ୍ଦିରର ବାର୍ଷିକ ଉତ୍ସବ #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ଚାଉଳିଆଗଞ୍ଜସ୍ଥିତ ଆଦର୍ଶ ଶିଶୁ ଜ୍ଞାନ ମନ୍ଦିରରେ ୨୩ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବତନ ମନ୍ତ୍ରୀ ବିଜୟଲକ୍ଷ୍ମୀ ସାହୁ ଉଦ୍‌ଘାଟକ ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ଛାତ୍ରଛାତ୍ରୀ ପାଶ୍ଚାତ ସଭ୍ୟତା ପ୍ରତି ଆକୃଷ୍ଟ ହେବା ପରିବର୍ତ୍ତେ ନିଜର ପରମ୍ପରାକୁ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି କହିବା ସହ ଛାତ୍ରଛାତ୍ରୀମାନେ ସମୟାନୁବର୍ତ୍ତିତା ହେବା ସହ ଶିକ୍ଷା ଉପରେ ଧ୍ୟାନଦେଲେ ସମାଜରେ ଜଣେ ପ୍ରତିଷ୍ଠିତ…

Read More

ଇଦ୍‌-ଉଲ୍ ଫିତର: ଚାନ୍ଦକମିଟିର ଘୋଷଣା ପରେ ସଜେଇ ହେଉଛି କଟକ, ମୁତୟନ ରହିବେ ୨୦ ପ୍ଲାଟୁନ ପୁଲିସ୍ ଫୋର୍ସ

ଇଦ୍‌-ଉଲ୍ ଫିତର: ଚାନ୍ଦକମିଟିର ଘୋଷଣା ପରେ ସଜେଇ ହେଉଛି କଟକ, ମୁତୟନ ରହିବେ ୨୦ ପ୍ଲାଟୁନ ପୁଲିସ୍ ଫୋର୍ସ #କଟକ(ଏନ୍‌.ଏମ୍‌.): ଆସନ୍ତା କାଲି ପାଳନ ହେବ ସଂଖ୍ୟାଲଘୁ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ୍‌-ଉଲ୍ ଫିତର । ଏ ନେଇ ଆଜି ସଂଧ୍ୟାରେ କଟକ ଚାନ୍ଦ କମିଟି ପକ୍ଷରୁ ଘୋଷଣା କରାଯାଇଛି । ତେବେ ଘୋଷଣା ପରେ ଏବେ କଟକ ସହରର ସବୁସ୍ଥାନରେ ପ୍ରସ୍ତୁତି ଜୋରଦାର ଚାଲିଛି । ସତେ ଯେମିତି ନବବଧୁ ବେଶରେ କଟକ ସଜେଇ ହେବା…

Read More

ଜାମଦାରେ ନିଆରା ଚଇତି ପର୍ବ

ଜାମଦାରେ ନିଆରା ଚଇତି ପର୍ବ #ରାଇରଙ୍ଗପୁର(ଏନ୍‌.ଏମ୍‌.): ମୟୂରଭଞ୍ଜ ଜିଲ୍ଲା ଜାମଦା ଅଞ୍ଚଳରେ ଚଇତି ପର୍ବ ଅନୁଷ୍ଠିତ ହୋଇଯାଇଛି । ଜାମଦା, ତାଳଗାଁ, ପାସନା, ବେଲପୋଷି ଶୈବ ପୀଠରେ ବାବା ଭୋଳାନାଥଙ୍କର ପୂଜାର୍ଚ୍ଚନା କରାଯାଇଥିଲା । ପାଟଭକ୍ତା ଜାମଦା ବସଷ୍ଟାଣ୍ଡରୁ ବାହାରି ରାମେଶ୍ୱର ବାବା ଜାମଦା ପର୍ଯ୍ୟନ୍ତ ଯାଇଥିଲେ । ପୂଜକ ଧ୍ରୁବ ଚରଣ ଶତପଥୀ, ଅଜୟ ପ୍ରଧାନ, ମନୋଜ ଦାସ, ବାବୁଲୁ ବେହେରା, ଶିବ ବେହେରା, ସରୋଜ ଦାସ, ବାବାଜୀ ପରାମାଣିକ, ସୁମନ୍ତ ଦାସ, ଦୀପକ ଦାସ,…

Read More

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଉଦ୍‌ଘାଟିତ

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଉଦ୍‌ଘାଟିତ #ଭୁବନେଶ୍ୱର(ଏନ୍‍.ଏମ୍‍.): ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅହରହ ଉଦ୍ୟମ ଆଜି ମହିଳାମାନଙ୍କୁ ଅବଳା ଦୁର୍ବଳା କରି ରଖିନାହିଁ । ଆଜି ମହିଳାମାନେ ଆତ୍ମନିର୍ଭରଶୀଳ ହୋଇ ପାରିଛନ୍ତି । ତେବେ ମହିଳାମାନଙ୍କୁ ଅଧିକ ରୋଜଗାରକ୍ଷମ କରାଇବା ନିମନ୍ତେ ମୁଖ୍ୟମନ୍ତ୍ରୀ ଭେଣ୍ଡିଂ ଜୋନ ମାଧ୍ୟମରେ ସେମାନଙ୍କୁ ରୋଜଗାର କରିବାର ବାଟ ଉନ୍ମୁକ୍ତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଡୁମୁଡୁମାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଦର୍ଶ…

Read More

ସୁପର କିଙ୍ଗ୍ସର ତୃତୀୟ ବିଜୟ

ସୁପର କିଙ୍ଗ୍ସର ତୃତୀୟ ବିଜୟ #ବେଙ୍ଗାଲୁରୁ(ଏନ୍‍.ଏମ୍‍.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍‌)ରେ ଆଜି ଅନୁଷ୍ଠିତ ୨୪ତମ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ ଘରୋଇ ରୟାଲ୍ ଚ୍ୟାଲେଞ୍ଜର ବେଙ୍ଗାଲୁରୁକୁ ୮ରନରେ ପରାସ୍ତ କରିଛି । ଏହି ଟୁର୍ଣ୍ଣାମେଣ୍ଟରେ ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ସୁପର କିଙ୍ଗ୍ସ ତୃତୀୟ ବିଜୟ ହାସଲ କରିବା ସହ ମୋଟ ୬ ପଏଣ୍ଟ ସହ ପଏଣ୍ଟ ଟେବଲର ତୃତୀୟ ସ୍ଥାନରେ ପହଞ୍ଚିଛି । ମ୍ୟାଚରେ ବେଙ୍ଗାଲୁରୁ ଅଧିନାୟକ ଫାପ୍ ଡୁପ୍ଲେସି ଟସ୍ ଜିତି ଫିଲ୍ଡିଂ…

Read More

ମହାରାଜା ହଲ୍‌ରୁ ଓଡିଆ ଫିଲ୍ମ ହଟେଇବା ନେଇ ପ୍ରଯୋଜକ ଓ ହଲ୍ ମ୍ୟାନେଜର ମୁହାଁ ମୁହିଁ

ମହାରାଜା ହଲ୍‌ରୁ ଓଡିଆ ଫିଲ୍ମ ହଟେଇବା ନେଇ ପ୍ରଯୋଜକ ଓ ହଲ୍ ମ୍ୟାନେଜର ମୁହାଁ ମୁହିଁ #ଭୁବନେଶ୍ୱର(ଏନ୍‌.ଏମ୍‌.): ମହାରାଜା ସିନେମା ହଲରୁ ହଟିଲା ଓଡ଼ିଆ ଫିଲ୍ମ ଡେଲିଭରି ବୟ । ହିନ୍ଦୀ ଫିଲ୍ମ ଚଲାଇବା ପାଇଁ ଓଡ଼ିଆ ଫିଲ୍ମ ହଟାଇ ଥିବା ଅଭିଯୋଗ ଆଣିଲେ ଡେଲିଭରି ବୟର ପ୍ରଯୋଜକ । ଆଜି ଭୁବନେଶ଼୍ୱର ପ୍ରେସ କ୍ଲବ ଠାରେ ଏକ ସାମ୍ବାଦିକ ସମ୍ବାଦିକ ସମ୍ମିଳନୀରେ ଡେଲିଭରୀ ବୟ ଚଳଚ୍ଚିତ୍ରର ପ୍ରଯୋଜକ ଜ୍ୟୋତିରଞ୍ଜନ ମହାନ୍ତି, କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ,…

Read More

ଓଟିଡିସି ଏବଂ ପର୍ଯ୍ୟଟନ ବିଭାଗ ପକ୍ଷରୁ ଛେନାପୋଡ ଦିବସ

ଓଟିଡିସି ଏବଂ ପର୍ଯ୍ୟଟନ ବିଭାଗ ପକ୍ଷରୁ ଛେନାପୋଡ ଦିବସ #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଏବଂ ପର୍ଯ୍ୟଟନ ବିଭାଗ ପକ୍ଷରୁ ଛେନାପୋଡ ଦିବସ ପର୍ଯ୍ୟଟନ ଭବନରେ ପାଳିତ ହୋଇଛି । ଓଟିଡିସି ଅଧ୍ୟକ୍ଷ ଡ. ଲେନିନ ମହାନ୍ତି ଏବଂ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ଏହା ପାଳିତ ହୋଇଛି । ଏହି ଅବସରରେ ଓଟିଡିସି ଅଧ୍ୟକ୍ଷ ଡ. ମହାନ୍ତି ଛେନାପୋଡର ସ୍ୱାଦିଷ୍ଟତା ଏବଂ ଏହା ଆମ ଖାଦ୍ୟପେୟର ଏକ ମୁଖ୍ୟ ଅଂଶ…

Read More

ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତି : ନରେନ୍ଦ୍ର ପୁଷ୍କରିଣୀରୁ ଉପରକୁ ଉଠିଲେ ନନ୍ଦା, ଭଦ୍ରା ଓ ବୈଜୟନ୍ତୀ ଆଦି ୫ ଡଙ୍ଗା

ପୁରୀ ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତି : ନରେନ୍ଦ୍ର ପୁଷ୍କରିଣୀରୁ ଉପରକୁ ଉଠିଲେ ନନ୍ଦା, ଭଦ୍ରା ଓ ବୈଜୟନ୍ତୀ ଆଦି ୫ ଡଙ୍ଗା #ପୁରୀ(ଏନ୍‌.ଏମ୍‌.): ଆସନ୍ତା ଏପ୍ରିଲ ୨୩ ପବିତ୍ର ଅକ୍ଷୟ ତୃତୀୟାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେବ । ଏନେଇ ପୁରୀରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦିନ ଠାରୁ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବୈଜୟନ୍ତୀରେ ଚାପ ଖେଳିବେ । ଏଥିପାଇଁ ଚଳଚଞ୍ଚଳ…

Read More

ଚୌଦ୍ୱାର ସ୍ଥିତ ସର୍ଭ୍ୟାଣ୍ଟସ ଅଫ ଇଣ୍ଡିଆ ସୋସାଇଟିର ଅନାଥ ଶିଶୁକନ୍ୟା ସାଇ ମିନାକ୍ଷୀର ନୂଆ ଠିକଣା ଜର୍ମାନୀ

ଚୌଦ୍ୱାର ସ୍ଥିତ ସର୍ଭ୍ୟାଣ୍ଟସ ଅଫ ଇଣ୍ଡିଆ ସୋସାଇଟିର ଅନାଥ ଶିଶୁକନ୍ୟା ସାଇ ମିନାକ୍ଷୀର ନୂଆ ଠିକଣା ଜର୍ମାନୀ #କଟକ (ଏନ୍‍.ଏମ୍‍.): ସରଭ୍ୟାଣ୍ଟସ ଅଫ ଇଣ୍ଡିଆ ସୋସାଇଟିର ଅନାଥ ଶିଶୁକନ୍ୟା ସାଇ ମିନାକ୍ଷୀର ନୂଆ ଠିକଣା ଜର୍ମାନୀର, ଲଣ୍ଡୌଏର ଷ୍ଟ୍ରାବେ-୧୦୦ । ସେ ପାଇଲା ପରିବାର, ଆବାସ,ପିତାମାତା ଓ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରିଚୟ ବୋଲି ଶିଶୁଟିକୁ ହସ୍ତାନ୍ତର ଅବସରରେ ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଡଃ.ଭବାନୀ ଶଙ୍କର ଚୟନୀ ଭାବପ୍ରବଣ ହୋଇ ପ୍ରକାଶ କରିଛନ୍ତି । ଜର୍ମାନୀର, ଲଣ୍ଡୌଏର ଷ୍ଟ୍ରାବେ-୧୦୦…

Read More