ଆକାଶବାଣୀ ଶ୍ରୋତା ପରିଷଦ ଓଡ଼ିଶାର ରଜ ଉତ୍ସବ
ଆକାଶବାଣୀ ଶ୍ରୋତା ପରିଷଦ ଓଡ଼ିଶାର ରଜ ଉତ୍ସବ କଟକ(ଏନ୍.ଏମ୍.): କଟକ ଖପୁରିଆ ସ୍ଥିତ ଓୟା ମଣ୍ଡପ ଠାରେ ଆକାଶବାଣୀ ଶ୍ରୋତା ପରିଷଦ ଓଡିଶା ତରଫରୁ ରଜ ଉତ୍ସବ ମହା ସମାରୋହରେ ପାଳନ କରାଯାଇଛି । ଏଥିରେ ଆକାଶବାଣୀ ଶ୍ରୋତା ପରିଷଦ ଓଡ଼ିଶାର ପ୍ରତିଷ୍ଠାତା ସମ୍ପାଦକ ଅଜୟ କୁମାର ମହାନ୍ତିଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ନୃତ୍ୟ, ଗୀତ, ପୋଡ ପିଠା ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଏହି ଉତ୍ସବରେ ଓଡ଼ିଶାର ବିଶିଷ୍ଟ କଣ୍ଠ ଶିଳ୍ପୀ…
