୧୪ତମ ଜୟପୁର ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ଶ୍ରେଷ୍ଠ ରୋମାଣ୍ଟିକ ଚଳଚ୍ଚିତ୍ରରେ ପୁରସ୍କୃତ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଡାଲଚିନି ‘
୧୪ତମ ଜୟପୁର ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ଶ୍ରେଷ୍ଠ ରୋମାଣ୍ଟିକ ଚଳଚ୍ଚିତ୍ରରେ ପୁରସ୍କୃତ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଡାଲଚିନି ‘ ଭୁବନେଶ୍ୱର(ଏନ୍.ଏମ୍.): ରିତୁପ୍ରିୟାପ୍ରଡକ୍ସନ୍ସର ଓଡ଼ିଆ ଚଳଚ୍ଚିତ୍ର ‘ଡାଲଚିନି’ ପ୍ରଯୋଜକ ଅତିଶ କୁମାର ରାଉତଙ୍କ ପ୍ରଯୋଜିତ ଚଳଚ୍ଚିତ୍ରକୁ ଆଉ ଏକ ସଫଳତା । ଓଡ଼ିଆ ଚଳଚ୍ଚିତ୍ର ଡାଲଚିନି ସିମଲା ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ୟରେ ଜାତୀୟ ବିଭାଗରେ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହେଲା ପରେ, ଇନ୍ଦସଭାଲି ଅନ୍ତର୍ଜାତୀୟ ମହୋତ୍ସବରେ ଶ୍ରେଷ୍ଠ ଚିତ୍ରଉତ୍ତୋଳନର ପୁରସ୍କାର ଯୁଧିଷ୍ଠିର ବେହେରାଙ୍କୁ ମିଳିଥିଲା ।…
