ବାତ୍ୟା ୟାସ ନେଇ ଆଇଏମଡିର ସୂଚନା : ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ!

ଭୁବନେଶ୍ୱର(ଏନ୍.ଏମ୍.): ସାମୁଦ୍ରିକ ଝଡ଼ ‘ୟାସ୍’ ବାତ୍ୟାର ରୂପନେଇ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ଆକଳନ କରାଯାଇଛି । ଆଇଏମ୍ଡି ମହାନିଦେ୍ର୍ଦଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଆଜି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଏହା ବାଲେଶ୍ୱର ପାଖରୁ ପାଖାପାଖି ୭୦୦ କିଲୋମିଟର ଦୂରରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅଛି । ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହୋଇପାରେ…

Read More

ବିବାହ ବନ୍ଧନରେ ଛନ୍ଦିହେଲେ ଜାକଲିନ୍-ଅରବିନ୍ଦ

କଟକ,(ଏନ୍‌.ଏମ୍‌.) ଧାରାବାହିକର ଚର୍ଚ୍ଚିତ ଯୋଡ଼ି ଅଭିନେତ୍ରୀ ଜାକଲିନ୍ ପରିଡ଼ା ଏବଂ ଅଭିନେତା ଅରବିନ୍ଦ ମହାରଣାଙ୍କ ବିବାହ ସମ୍ପନ୍ନ ହୋଇଯାଇଛି । ଖାନ୍ନଗରସ୍ଥିତ ଜଗନ୍ନାଥ ମନ୍ଦିରରେ ଉଭୟଙ୍କ ଶୁଭ ପରିଣୟ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଥିଲା । ଏଥିରେ କେବଳ ଉଭୟ ପରିବାର ଲୋକ ଉପସ୍ଥିତ ଥିଲେ । କୋଭିଡ୍ ନିୟମ ଅନୁଯାୟୀ ଏହି ବିବାହ ହୋଇଥିଲା । ଉଭୟ ଜାକଲିନ୍ ଏବଂ ଅରବିନ୍ଦ ଉଭୟ ଉଭୟଙ୍କୁ ପୂର୍ବରୁ ଭଲ ପାଉଥିଲେ । ପରେ ଏହା ବିବାହର ରୂପ…

Read More

କରୋନା ଆକ୍ରାନ୍ତଙ୍କ ପାଇଁ ନିଜ ବାଇକ୍‌ ବିକି ଦେଲେ ହର୍ଷବର୍ଦ୍ଧନ

ବମ୍ବେ:କରୋନା ମହାମାରୀ ସମୟରେ ଅକ୍ସିଜେନ ପାଇଁ ସମଗ୍ର ଦେଶରେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଅକାଳରେ ଆଖି ବୁଜୁଛନ୍ତି ହଜାର ହଜାର ଲୋକ। ଏପରି ସ୍ଥିତିରେ ବଲିଉଡ଼ କଳାକାରମାନେ ସହାୟତାର ହାତ ବଢ଼ାଉଥିବା ବେଳେ ଏବେ ଏଥିରେ ଯୋଡ଼ି ହୋଇଛି ଆଉ ଏକ ନାଁ। ସନମ ତେରେ କସମ୍‌ ଫେମ୍‌ ହର୍ଷବର୍ଦ୍ଧନ ରାଣେ କରୋନା ଆକ୍ରାନ୍ତଙ୍କୁ ସାହାଯ୍ୟ କରିବାକୁ ନିଜ ପ୍ରିୟ ବାଇକ୍‌ ବିକିବାକୁ ପଛାଇ ନାହାନ୍ତି। ଏହାକୁ ବିକି ସେ ୩ ଅକ୍ସିଜେନ କନସନଟ୍ରେଟର…

Read More

ସୁଶାନ୍ତଙ୍କ ଫିଲ୍ମ ‘ଛିଛୋରେ’ର ଅଭିନେତ୍ରୀଙ୍କ ଦେହାନ୍ତ

ମୁମ୍ବାଇ: ‘ଛିଛୋରେ’ ସମେତ ଅନେକ ହିନ୍ଦୀ ଫିଲ୍ମରେ କାମ କରିଥିବା ଅଭିନେତ୍ରୀ ଅଭିଳାଷା ପାଟିଲଙ୍କ କରୋନା କାରଣରୁ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୭ ବର୍ଷ ବୟସ ହୋଇଥିଲା । ଅଭିଳାଷା ଶୁଟିଂ ପାଇଁ ବାରଣାସୀରେ ଥିଲେ, କିନ୍ତୁ ମୁମ୍ବାଇ ଫେରିବା ପରେ ତାଙ୍କ ଭିିତରେ କୋଭିଡ୍‌-୧୯ ଲକ୍ଷଣ ଦେଖା ଦେଇଥିଲା । ସେ ନିଜର କରୋନା ଟେଷ୍ଟ କରାଯାଇଥିଲା, ଯେଉଁଥିରେ ରିପୋର୍ଟ ପଜିଟିଭ୍ ଆସିଥିଲା । ତେବେ ଗତ କିଛି ଦିନ ତଳେ…

Read More

କରୋନାରେ ବୋଲିଓଡ଼ ଅଭିନେତାଙ୍କ ମୃତ୍ୟୁ

ବମ୍ବେ: ଆର୍ମି ଅଫିସର ଭାବେ ଅବସର ନେବା ପରେ ଅଭିନୟରେ ଆରମ୍ଭ କରିଥିଲେ କ୍ୟାରିଅର। ଦୀର୍ଘ ୧୭ ବର୍ଷର କ୍ୟାରିଅରେ ବିଭିନ୍ନ ହିଟ ଫିଲ୍ମ ଓ ପପୁଲାର ଟେଲି ସିରିଏଲରେ ନିଜ ଅଭିନୟର ଯାଦୁ ଚଲାଇ ପାରିଥିବା ଜଣାଶୁଣା ଅଭିନେତା ବିକ୍ରମଜିତ କନୱରପାଲଙ୍କର ଗତକାଲି ମୃତ୍ୟୁ ହୋଇଛି। କରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ଏହି ୫୨ ବର୍ଷୀୟ ଅଭିନେତାଙ୍କ ବିୟୋଗରେ ବଲିଉଡ଼ ଜଗତରେ ଶୋକର ଛାୟା ଖେଳି ଯାଇଛି। ଏନେଇ ଫିଲ୍ମମେକର ଅଶୋକ ପଣ୍ଡିତ ଟ୍ୱିଟରରେ…

Read More