ପ୍ରମିଳା ମଲ୍ଲିକ ହେଲେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି

ପ୍ରମିଳା ମଲ୍ଲିକ ହେଲେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶା ବିଧାନସଭାରେ ପ୍ରଥମ ମହିଳା ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରବୀଣା ରାଜନୈତିଜ୍ଞ ନେତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳା ଶୁକ୍ରବାର ଦିନ ବିଧିବଦ୍ଧ ଭାବେ ବାଚସ୍ପତି ଭାବେ ଆସନ ଗ୍ରହଣ କରିଛନ୍ତି । ତେବେ ସର୍ବ ସମ୍ମତିକ୍ରମେ ପ୍ରମିଳାଙ୍କୁ ବାଚସ୍ପତି ଭାବେ ଚୟନ କରଯାଇଛି । ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାଁରେ ପ୍ରସ୍ତାବ ରଖିଥିଲୋ ଯାହାକୁ ବିରୋଧୀ ଦଳ…

Read More

ବିଜେଡି ପକ୍ଷରୁ ଦଳୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ଦଳରୁ ବହିଷ୍କାର ହେଲେ ଦୁଇ ବିଧାୟକ

ବିଜେଡି ପକ୍ଷରୁ ଦଳୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ଦଳରୁ ବହିଷ୍କାର ହେଲେ ଦୁଇ ବିଧାୟକ #ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ବିଜେଡି ନିରବଚ୍ଛିନ୍ନ ଭାବେ ସ୍ଥାୟୀ ସରକାର ଚଳାଉଥିବାବେଳେ ଦଳର କିଛି ଛାମୁଆ ନେତା ତଥା ବିଧାୟକ ଦଳରେ ବିଶୃଙ୍ଖଳା ଆଚରଣ ନିମନ୍ତେ ଦଳ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଦଳର ବିଭିନ୍ନ ପଦପଦବୀରେ ଥାଇ ମଧ୍ୟ ଏହି ନେତା ଦଳବିରୋଧୀ କାର୍ଯ୍ୟକରିଥିବା ଅଭିଯୋଗରେ ସେମାନଙ୍କୁ ଦଳରୁ ବହିଷ୍କାର କରାଯାଇଥିବା ବିଜେଡି କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ…

Read More

ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘର ଚେତାବନୀ

ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘର ଚେତାବନୀ ମୁଖ୍ୟମନ୍ତ୍ରୀ ପ୍ରଶାସନିକ ଷଡ଼ଯନ୍ତ୍ରରୁ ବାହାରି ସ୍କିମେଟିକ୍ କର୍ମଚାରୀ ଓ ଶିକ୍ଷକଙ୍କୁ ସ୍ଥାୟୀ ଓ ୨୦୧୩ ପୂର୍ବ ଶିକ୍ଷକ କର୍ମଚାରୀଙ୍କ ଠିକା ସମୟକୁ ମୂଳ ଚାକିରିରେ ଗଣନା କରନ୍ତୁ, ନଚେତ୍ ଆନ୍ଦୋଳନ ତୀବ୍ର ହେବ : ମହାସଂଘ #ଭୁବନେଶ୍ୱର(ଏନ୍‌.ଏମ୍‌.): କେତେକ ଦାବି ନେଇ ଓଡ଼ିଶା ସରକାରୀ ଚୁକ୍ତି ଭିତ୍ତିକ କର୍ମଚାରୀ ମହାସଂଘର ଅସନ୍ତୋଷ ତେଜିବାରେ ଲାଗିଛି । ଓଡ଼ିଶା ରାଜ୍ୟ ସରକାର ରାଜ୍ୟରୁ ଠିକା ବା ଚୁକ୍ତି ଭିତ୍ତିକ ବ୍ୟବସ୍ଥା…

Read More

ଅସ୍ଥାୟୀ ଲଞ୍ଚ ଡ୍ରାଇଭର ଓ ଖଲାସୀ ମହାସଂଘ ପକ୍ଷରୁ ଆନ୍ଦୋଳନ

ଅସ୍ଥାୟୀ ଲଞ୍ଚ ଡ୍ରାଇଭର ଓ ଖଲାସୀ ମହାସଂଘ ପକ୍ଷରୁ ଆନ୍ଦୋଳନ #ଭୁବନେଶ୍ୱର(ଏନ୍‌.ଏମ୍‌.): ବିଭିନ୍ନ ଦାବି ନେଇ ଅସ୍ଥାୟୀ ଲଞ୍ଚ ଡ୍ରାଇଭର ଓ ଖଲାସୀ ମହାସଂଘ ପକ୍ଷରୁ ଆନ୍ଦୋଳନ କରାଯାଇଛି । ଓଡ଼ିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଅଧିନରେ କାର୍ଯ୍ୟରତ ଅସ୍ଥାୟୀ ଲଞ୍ଚ ଡ୍ରାଇଭର ଓ ଖଲାସୀମାନେ ବର୍ଷ ବର୍ଷ ଧରି ୬ ମାସିଆ ଠିକା କର୍ମଚାରୀ ଭାବେ ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ରାଜ୍ୟର ଟଙ୍କା ଓ ଖଲାସୀ ୧୧ହଜାର ୧ଶହ…

Read More

ପ୍ରତ୍ୟକ୍ଷ ଛାତ୍ର ସଂସଦ ନିର୍ବାଚନ ଦାବିରେ ଏଆଇଡିଏସ୍‌ଓର ବିକ୍ଷୋଭ

ପ୍ରତ୍ୟକ୍ଷ ଛାତ୍ର ସଂସଦ ନିର୍ବାଚନ ଦାବିରେ ଏଆଇଡିଏସ୍‌ଓର ବିକ୍ଷୋଭ #ଭୁବନେଶ୍ୱର(ଏନ୍‌.ଏମ୍‌.): ସାରା ରାଜ୍ୟରେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ପ୍ରତ୍ୟକ୍ଷ ଛାତ୍ର ସଂସଦ ନିର୍ବାଚନ କରିବା ଦାବିରେ ଏଆଇଡିଏସ୍‌ଓ ରାଜ୍ୟ କମିଟିର ଆହ୍ୱାନ କ୍ରମେ ସାରା ଓଡ଼ିଶା ପ୍ରତିବାଦ ଦିବସ ପରିପ୍ରେକ୍ଷୀରେ ସଂଗଠନର ଭୁବନେଶ୍ୱର ସିଟି କମିଟି ପକ୍ଷରୁ ଏକ ବିକ୍ଷୋଭ ରାଜ୍ୟ ସଚିବାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି । ପ୍ରକାଶଥାଉ କି, ଚଳିତ ଶିକ୍ଷା ବର୍ଷ ପାଇଁ ରାଜ୍ୟ ସରକାର ଆକାଡେମିକ କ୍ୟାଲେଣ୍ଡର ପ୍ରକାଶ କରିଛନ୍ତି ମାତ୍ର ସେଥିରେ…

Read More

୨୦୨୪ ନିର୍ବାଚନ ପାଇଁ ବିଜେପିର ସ୍ୱତନ୍ତ୍ର ରଣନୀତି : କଟକରେ କେନ୍ଦ୍ରମନ୍ତ୍ରୀଙ୍କ ଗୁରୁମନ୍ତ୍ର

୨୦୨୪ ନିର୍ବାଚନ ପାଇଁ ବିଜେପିର ସ୍ୱତନ୍ତ୍ର ରଣନୀତି : କଟକରେ କେନ୍ଦ୍ରମନ୍ତ୍ରୀଙ୍କ ଗୁରୁମନ୍ତ୍ର ‘କେନ୍ଦ୍ର ସରକାରଙ୍କ ଜନକଲ୍ୟାଣ କାର୍ଯ୍ୟ ଦଳର ଶକ୍ତିଶାଳୀ ଅସ୍ତ୍ର’ #କଟକ(ଏନ୍‌.ଏମ୍‌.): ଆଗାମୀ ୨୦୨୪ ନିର୍ବାଚନ ନିମନ୍ତେ କେନ୍ଦ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ କେନ୍ଦ୍ର ସରକାରଙ୍କ ଜନକଲ୍ୟାଣ କାର୍ଯ୍ୟଗୁଡ଼ିକୁ ଲୋକଙ୍କ ଘରେ ପହଞ୍ଚାଇବାକୁ ବିଜେପି ନେତା, କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି । ଦେଶ, ବିଦେଶରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ବୃଦ୍ଧି ପାଇଛି । କେନ୍ଦ୍ରରେ ମୋଦିଙ୍କ ନେତୃତ୍ୱଧୀନ ସରକାରଙ୍କ ଜନକଲ୍ୟାଣ କାର୍ଯ୍ୟ ବିଜେପି…

Read More

ଆଉ ନାହାନ୍ତି ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ଆଉ ନାହାନ୍ତି ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର #ଭୁବନେଶ୍ୱର(ଏନ୍‌.ଏମ୍‌.): ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ ରାଜନୈତିକ ଜଗତରେ ପୁଣି ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି । କ୍ରମାଗତ ଭାବେ ୭ ଥରର ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ୭୫ବର୍ଷ ବୟସରେ ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସନ୍ଧ୍ୟାରେ ତାଙ୍କର ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପତ୍ନୀ ରାଜଶ୍ରୀ ପାତ୍ର,…

Read More

କେନ୍ଦ୍ର ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନାକୁ ରାଜ୍ୟ ସରକାରଙ୍କ ବାଟମାରଣାକୁ ପ୍ରତିବାଦ

ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କେନ୍ଦ୍ର ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନାକୁ ରାଜ୍ୟ ସରକାରଙ୍କ ବାଟମାରଣାକୁ ପ୍ରତିବାଦ #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାରେ କୃଷି ଯନ୍ତ୍ରପାତି ଓ ଧାନକିଣା କାରବାରରେ ବ୍ୟାପକ ଦୁର୍ନୀତିର ସିବିଆଇ ତଦନ୍ତ ଦାବି ଓ ସାର କାରବାରରେ ବ୍ୟାପକ କଳାବଜାର ପ୍ରତିବାଦରେ ଆଜି ବିଜେପି କୃଷକମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ରାଜ୍ୟ ସଭାପତି ମହେଶ୍ୱର ସାହୁଙ୍କ ନେତୃତ୍ୱରେ ଶତାଧିକ କାର୍ଯ୍ୟକର୍ତ୍ତା ପାୱାରହାଉସ ଛକରୁ ଏକ ଶୋଭାଯାତ୍ରାରେ ଆସି ଭୁବନେଶ୍ୱର…

Read More

ଏନଏଚଆରସିକୁ ଗଲା ମହିଳା ହୋମଗାର୍ଡ ମାମଲା: ପୀଡ଼ିତାଙ୍କୁ ଭେଟିବା ସହ ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା ବିଜେପି

ଏନଏଚଆରସିକୁ ଗଲା ମହିଳା ହୋମଗାର୍ଡ ମାମଲା; ଡିଆଇଜିଙ୍କ ଦରମାରୁ ୩୦ ଲକ୍ଷ ଦେବାକୁ ଅପିଲ୍‌ ପୀଡ଼ିତାଙ୍କୁ ଭେଟିବା ସହ ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା ବିଜେପି #କଟକ(ଏନ୍‌.ଏମ୍‌.): ଡିଆଇଜିଙ୍କ ପତ୍ନୀଙ୍କ ନିର୍ଯାତନା ଅସହ୍ୟ ହେବାକୁ ଟ୍ରେନ୍ ଆଗକୁ ଡେଇଁ ନିଜ ଦୁଇ ଗୋଡ଼ ହରାଇଥିବା ମହିଳା ହୋମଗାର୍ଡଙ୍କ ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ତେବେ ଏହି ଘଟଣାକୁ ନେଇ ବିଜେପି ପକ୍ଷରୁ ଦୃଢ଼ ନିନ୍ଦା କରାଯିବା ସହ ରାଜ୍ୟ ଉପସଭାନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଆଜି…

Read More

ଠିକା ମଜଦୁର ସଂଘର ଚେତାବନୀ:୨୫ରୁ ଠିକା ଶ୍ରମିକଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନ

ଠିକା ମଜଦୁର ସଂଘର ଚେତାବନୀ:୨୫ରୁ ଠିକା ଶ୍ରମିକଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନ #କଟକ(ଏନ୍‌.ଏମ୍‌.): ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଓଡ଼ିଶା ଠିକା ମଜଦୁର ମହାସଂଘ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ ବକ୍ସିବଜାର ସ୍ଥିତ ପାନ୍ଥନିବାସ ଠାରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଅଗଷ୍ଟ ୨୫ ତାରିଖ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ରାଜ୍ୟବ୍ୟାପୀ ଏହି ଆନ୍ଦୋଳନ କରାଯିବ । ରାଜ୍ୟର ସମସ୍ତ ଜିଲ୍ଲା ଶ୍ରମଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

Read More

୫ଟି ସଚିବ ଭି. କେ. ପାଣ୍ଡିଆନଙ୍କ ଉପରକୁ କାଳିମାଡ଼ ନେଇ କୁହୁଳୁଛି ରାଜନୈତିକ ଉଷ୍ମତା

୫ଟି ସଚିବ ଭି. କେ. ପାଣ୍ଡିଆନଙ୍କ ଉପରକୁ କାଳିମାଡ଼ ନେଇ କୁହୁଳୁଛି ରାଜନୈତିକ ଉଷ୍ମତା ପୁରୀ(ଏନ୍‌.ଏମ୍‌.): ୫ଟି ସଚିବ ଭି.କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ଗସ୍ତ କରୁଥିବା ବେଳେ ଅନେକ ସ୍ଥାନରେ ତାଙ୍କୁ ବିରୋଧ ପ୍ରଦର୍ଶନ କରାଯାଉଥିବା ଦେଖିବାକୁ ମିଳିଛି । ତେବେ ଅନେକ ସ୍ଥାନରେ ତାଙ୍କ କାରକେଡକୁ ଅଣ୍ଡାମାଡ଼ ହୋଇଥିବାବେଳେ ଆଜି ସତ୍ୟବାଦୀ ଅଞ୍ଚଳରେ ଶ୍ରୀ ପାଣ୍ଡିଆନଙ୍କ ଉପରକୁ କାଳି ମାଡ଼ ହୋଇଛି । ପୁରୀ ଜିଲ୍ଲା ସତ୍ୟବାଦୀରେ ଥିବା ୟୁଜିଏସ୍ କଲେଜ ସଭାରେ ଯୋଗ…

Read More

ଚୌଦ୍ୱାରରେ ବିଜେପିର ସମ୍ବର୍ଦ୍ଧନା ସଭା ଓ ବନ୍ଧୁ ମିଳନ

ଚୌଦ୍ୱାରରେ ବିଜେପିର ସମ୍ବର୍ଦ୍ଧନା ସଭା ଓ ବନ୍ଧୁ ମିଳନ #ଚୌଦ୍ୱାର(ଏନ୍‌.ଏମ୍‌.): କଟକ ଜିଲ୍ଲା ଅନ୍ତର୍ଗତ ଚୌଦ୍ୱାର ସ୍ଥିତ ପୋଟଳଇ ମନ୍ଦିର ପ୍ରାଙ୍ଗଣରେ ଓବିସି ମୋର୍ଚ୍ଚା ରାଜ୍ୟ ସାଧାରଣ ସମ୍ପାଦକ ଜ୍ଞାନେନ୍ଦ୍ର କୁମାର ସ୍ୱାଇଁଙ୍କ ନେତୃତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଓ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ମିଶନ ଲାଇଭ କାର୍ଯ୍ୟକ୍ରମ ଅନ୍ତର୍ଗତ ବାଣୀପଦା ପଞ୍ଚାୟତ ବାଲୁଙ୍କେଶ୍ୱର ମନ୍ଦିର ପରିସରରେ ଥିବା ପଡ଼ିଆରେ ବୃକ୍ଷ ରୋପଣ କରାଯାଇଥିଲା । ୧୩ ନମ୍ବର ୱାର୍ଡ ସ୍ଥିତ ପାଇକରାପୁର ଗ୍ରାମ ହନୁମାନ…

Read More